୬ ବରିଷ୍ଠ ଓଏଏସଙ୍କୁ ସ୍ୱତନ୍ତ୍ର ସଚିବ ପାହ୍ୟା

ଅନୁସୂଚିତ ଜାତି ଓ ଜନଜାତି ବିଭାଗର ସ୍ୱତନ୍ତ୍ର ଆରାଧନା ଦାସଙ୍କୁ ଗୋପବନ୍ଧୁ ପ୍ରଶାସନିକ ଏକାଡେମୀର ଅତିରିକ୍ତ ନିର୍ଦ୍ଦେଶକ ଓ ସେଠାରେ ଥିବା ବିଭୂତିଭୂଷଣ ମିଶ୍ରଙ୍କୁ ସାଧାରଣ ପ୍ରଶାସନ ବିଭାଗରେ ସିଡିଆଇ(ଡିପାର୍ଟମେଣ୍ଟାଲ ଇନକ୍ୱାରୀ କମିଶନର) ଭାବେ ବଦଳି ହୋଇଛି ।

Secretariat

Secretariat

Ordigital Desk
  • Published: Monday, 01 May 2023
  • Updated: 01 May 2023, 09:57 PM IST

ରାଜ୍ୟ ସରକାର ଆଜି ୬ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କୁ ସ୍ୱତନ୍ତ୍ର ସଚିବ ପାହ୍ୟାକୁ ପଦୋନ୍ନତି ଦେଇଛନ୍ତି । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ସଂସଦୀୟ ବ୍ୟାପାର ବିଭାଗର ଅତିରିକ୍ତ ସଚିବ ମନୋଜା ଦେବୀଙ୍କୁ ସ୍ୱତନ୍ତ୍ର ସଚିବ ପାହ୍ୟାକୁ ପଦୋନ୍ନତି ମିଳିଥିବାବେଳେ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗର ଅତିରିକ୍ତ ସଚିବ ଲିଲି କୁମାରୀ କୁଲୁ, ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ସଚିବ ସ୍ମିତା ବିଶ୍ୱାଳ ଓ ବିଡିଏ ସଚିବ କବୀନ୍ଦ୍ର କୁମାର ସାହୁଙ୍କୁ ସ୍ୱତନ୍ତ୍ର ସଚିବ ପାହ୍ୟାକୁ ପଦୋନ୍ନତି ଦିଆଯାଇ ସେହିଠାରେ କାର୍ଯ୍ୟ ଜାରି ରଖିବାକୁ କୁହାଯାଇଛି ।

ସେହିପରି ଅନୁସୂଚିତ ଜାତି ଓ ଜନଜାତି ବିଭାଗର ସ୍ୱତନ୍ତ୍ର ଆରାଧନା ଦାସଙ୍କୁ ଗୋପବନ୍ଧୁ ପ୍ରଶାସନିକ ଏକାଡେମୀର ଅତିରିକ୍ତ ନିର୍ଦ୍ଦେଶକ ଓ ସେଠାରେ ଥିବା ବିଭୂତିଭୂଷଣ ମିଶ୍ରଙ୍କୁ ସାଧାରଣ ପ୍ରଶାସନ ବିଭାଗରେ ସିଡିଆଇ(ଡିପାର୍ଟମେଣ୍ଟାଲ ଇନକ୍ୱାରୀ କମିଶନର) ଭାବେ ବଦଳି ହୋଇଛି ।

Also Read

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story