ବଦଳିଲା ଅଙ୍ଗନବାଡ଼ି ଦିଦିଙ୍କ ସର୍ବନିମ୍ନ ଯୋଗ୍ୟତା। ଏଣିକି ଯୁକ୍ତ ୨ ପାସ ସାର୍ଟିଫିକେଟ୍ ଧାରୀ ହିଁ ଅଙ୍ଗବାଡି କର୍ମୀ ପାଇଁ ଆବେଦନ କରି ପାରିବେ। ଏ ନେଇ ସମସ୍ତ ଜିଲ୍ଲାପାଳଙ୍କୁ ବିଭାଗ ପକ୍ଷରୁ ଚିଠି କରାଯାଇଛି। ପୂର୍ବରୁ ଅଙ୍ଗନବାଡ଼ି ୱାର୍କରଙ୍କ ସର୍ବନିମ୍ନ ଯୋଗ୍ୟାତା ମାଟ୍ରିକ ପାସ ଥିଲା। ସେହିପରି ଅଙ୍ଗନବାଡ଼ି ହେଲପରଙ୍କ ଯୋଗ୍ୟତା ଅଷ୍ଟମ ପାସ୍ ଥିଲା। କିନ୍ତୁ ଏବେ ଉଭୟ ୱାର୍କର ଓ ହେଲପଲରଙ୍କ ସର୍ବନିମ୍ନ ଯୋଗ୍ୟତା ଯୁକ୍ତ ଦୁଇକୁ ବଢ଼ାଇ ଦେଇଛନ୍ତି ସରକାର।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।