ବଜେଟ୍‌ ପାଇଁ ମତାମତ ଲୋଡ଼ିଲେ ସରକାର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ୨୦୧୯-୨୦ ବଜେଟ ପାଇଁ ସାଧାରଣ ଲୋକଙ୍କଠାରୁ ମତାମତ ଆହ୍ୱାନ କରିଛନ୍ତି ରାଜ୍ୟ ସରକାର। ବଜେଟ୍‌ ସମ୍ପର୍କିତ ମତାମତ ଦେବାକୁ ଚାହୁଁଥିବା ବ୍ୟକ୍ତିବିଶେଷ ଇ-ମେଲ୍, ହ୍ୱାଟ୍ସଆପ୍‌ ଓ SMS ମାଧ୍ୟମରେ ପଠାଇ ପାରିବେ। ଏନେଇ ସୂଚନା ଦେଇଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ। ବଜେଟ୍‌ ସମ୍ପର୍କିତ ମତାମତ ଦେବାକୁ ଚାହୁଁଥିବା ସାଧାରଣ ଲୋକମାନେ ଇ-ମେଲ୍‌ odisha.budget@gov.in, ୯୪୩୮୧୬୧୧୧୧ ନମ୍ୱରରେ ହ୍ୱାଟ୍ସଆପ୍‌ ଓ SMSରେ ପଠାଇପାରିବେ। ଆଜିଠାରୁ ଜୁନ୍ ୧୫ ପର୍ଯ୍ୟନ୍ତ ମତାମତ ଗ୍ରହଣ କରାଯିବ ବୋଲି ଅର୍ଥମନ୍ତ୍ରୀ […]

Manoranjan Sial
  • Published: Tuesday, 04 June 2019
  • , Updated: 20 June 2019, 05:59 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ୨୦୧୯-୨୦ ବଜେଟ ପାଇଁ ସାଧାରଣ ଲୋକଙ୍କଠାରୁ ମତାମତ ଆହ୍ୱାନ କରିଛନ୍ତି ରାଜ୍ୟ ସରକାର। ବଜେଟ୍‌ ସମ୍ପର୍କିତ ମତାମତ ଦେବାକୁ ଚାହୁଁଥିବା ବ୍ୟକ୍ତିବିଶେଷ ଇ-ମେଲ୍, ହ୍ୱାଟ୍ସଆପ୍‌ ଓ SMS ମାଧ୍ୟମରେ ପଠାଇ ପାରିବେ। ଏନେଇ ସୂଚନା ଦେଇଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ।

ବଜେଟ୍‌ ସମ୍ପର୍କିତ ମତାମତ ଦେବାକୁ ଚାହୁଁଥିବା ସାଧାରଣ ଲୋକମାନେ ଇ-ମେଲ୍‌ odisha.budget@gov.in, ୯୪୩୮୧୬୧୧୧୧ ନମ୍ୱରରେ ହ୍ୱାଟ୍ସଆପ୍‌ ଓ SMSରେ ପଠାଇପାରିବେ। ଆଜିଠାରୁ ଜୁନ୍ ୧୫ ପର୍ଯ୍ୟନ୍ତ ମତାମତ ଗ୍ରହଣ କରାଯିବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି।

Related story