୩୭୦ ଧାରା ଉଚ୍ଛେଦ ନେଇ ଖୁସି ହେଲେ ଶଙ୍କରାଚାର୍ଯ୍ୟ

ପୁରୀ(ଓଡ଼ିଶା ରିପୋର୍ଟର): ଜମ୍ମୁ-କଶ୍ମୀରରେ ଧାରା ୩୭୦ ଉଚ୍ଛେଦ ନେଇ ପୁରୀ ଗୋବର୍ଦ୍ଧନ ପୀଠ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱତୀ ଖୁସି ବ୍ୟକ୍ତ କରିଛନ୍ତି। ସେ କହିଛନ୍ତି,“ ଇଂରେଜ ଅମଳର କୂଟନୀତି ଆଇନ ଉପରେ ଶକ୍ତ ପ୍ରହାର ହୋଇଛି। ଏଭଳି ଧାରା ଉଚ୍ଛେଦର ଆବଶ୍ୟକତା ଥିଲା। କୌଣସି ପାର୍ଟିକୁ ପଛରେ ରଖି ଭାରତ ପାଇଁ କାମ କରନ୍ତୁ।” ସୂଚନାଯୋଗ୍ୟ, ଆଜି କେନ୍ଦ୍ର ସରକାର ଜମ୍ମୁ-କଶ୍ମୀରକୁ ମିଳୁଥିବା ସ୍ୱତନ୍ତ୍ର ରାଜ୍ୟ ମାନ୍ୟତା ଧାରା ୩୭୦ ଧାରାକୁ ଉଚ୍ଛେଦ କରିଛନ୍ତି। ରାଷ୍ଟ୍ରପତି ଏହି […]

sankaracharaya

sankaracharaya

Tapaswini Nayak
  • Published: Monday, 05 August 2019
  • Updated: 05 August 2019, 02:40 PM IST

Sports

Latest News

ପୁରୀ(ଓଡ଼ିଶା ରିପୋର୍ଟର): ଜମ୍ମୁ-କଶ୍ମୀରରେ ଧାରା ୩୭୦ ଉଚ୍ଛେଦ ନେଇ ପୁରୀ ଗୋବର୍ଦ୍ଧନ ପୀଠ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱତୀ ଖୁସି ବ୍ୟକ୍ତ କରିଛନ୍ତି।

ସେ କହିଛନ୍ତି,“ ଇଂରେଜ ଅମଳର କୂଟନୀତି ଆଇନ ଉପରେ ଶକ୍ତ ପ୍ରହାର ହୋଇଛି। ଏଭଳି ଧାରା ଉଚ୍ଛେଦର ଆବଶ୍ୟକତା ଥିଲା। କୌଣସି ପାର୍ଟିକୁ ପଛରେ ରଖି ଭାରତ ପାଇଁ କାମ କରନ୍ତୁ।”

ସୂଚନାଯୋଗ୍ୟ, ଆଜି କେନ୍ଦ୍ର ସରକାର ଜମ୍ମୁ-କଶ୍ମୀରକୁ ମିଳୁଥିବା ସ୍ୱତନ୍ତ୍ର ରାଜ୍ୟ ମାନ୍ୟତା ଧାରା ୩୭୦ ଧାରାକୁ ଉଚ୍ଛେଦ କରିଛନ୍ତି। ରାଷ୍ଟ୍ରପତି ଏହି ବିଜ୍ଞପ୍ତିକୁ ଅନୁମୋଦନ ଦେଇଥିବା ସମ୍ପର୍କରେ ଆଜି ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ରାଜ୍ୟସଭାକୁ ଜଣାଇଛନ୍ତି। ଏଥିଯୋଗୁ ରାଜ୍ୟସଭାରେ ପ୍ରବଳ ହଟ୍ଟଗୋଳ ହୋଇଥିଲା। ବହୁ ଦଳ କେନ୍ଦ୍ର ସରକାରଙ୍କ ଏପରି ପଦକ୍ଷେପକୁ ବିରୋଧ କରୁଥିବା ବେଳେ ବିଜୁ ଜନତା ଦଳ ପରି ଆଞ୍ଚଳିକ ଦଳ ଏହାକୁ ସମର୍ଥନ ଜଣାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story