ରାଜ୍ୟରେ ଖୋଲିବ ଆଉ ୬ଟି ନୂଆ କୋର୍ଟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ହାଇକୋର୍ଟଙ୍କ ସୁପାରିସ ଆଧାରରେ ରାଜ୍ୟ ସରକାର ଚଳିତବର୍ଷ ଆଉ ୬ଟି ନୂଆ କୋର୍ଟ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ ଆଇନ ମନ୍ତ୍ରୀ ପ୍ରତାପ ଜେନା ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ, କଟକ, ଭଦ୍ରକ, ନୀଳଗିରି, ଉଦଳା, ପଟ୍ଟାମୁଣ୍ଡାଇ ଓ ଖଡ଼ିଆଳଠାରେ ଗୋଟିଏ ଲେଖାଏ ଅତିରିକ୍ତ ଜିଲ୍ଲା ଓ ସେସନ୍ ଜଜ୍ କୋର୍ଟ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ଏହି ଜିଲ୍ଲା ଓ ସେସନ୍ କୋର୍ଟ ଖୋଲିବା ଦ୍ୱାରା କଟକରେ ଏହି କୋର୍ଟ ସଂଖ୍ୟା […]

highcourt-1.1

highcourt-1.1

Manoranjan Sial
  • Published: Thursday, 14 November 2019
  • Updated: 14 November 2019, 07:13 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ହାଇକୋର୍ଟଙ୍କ ସୁପାରିସ ଆଧାରରେ ରାଜ୍ୟ ସରକାର ଚଳିତବର୍ଷ ଆଉ ୬ଟି ନୂଆ କୋର୍ଟ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ ଆଇନ ମନ୍ତ୍ରୀ ପ୍ରତାପ ଜେନା ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ, କଟକ, ଭଦ୍ରକ, ନୀଳଗିରି, ଉଦଳା, ପଟ୍ଟାମୁଣ୍ଡାଇ ଓ ଖଡ଼ିଆଳଠାରେ ଗୋଟିଏ ଲେଖାଏ ଅତିରିକ୍ତ ଜିଲ୍ଲା ଓ ସେସନ୍ ଜଜ୍ କୋର୍ଟ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ଏହି ଜିଲ୍ଲା ଓ ସେସନ୍ କୋର୍ଟ ଖୋଲିବା ଦ୍ୱାରା କଟକରେ ଏହି କୋର୍ଟ ସଂଖ୍ୟା ୪ ଓ ଭଦ୍ରକରେ ୨ରେ ପହଞ୍ôଚବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos