ଓବିସି କମିଶନ ପୁର୍ନଗଠନ କଲେ ରାଜ୍ୟ ସରକାର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦୀର୍ଘବର୍ଷ ପରେ ପରେ ରାଜ୍ୟ ସରକାର ପୁଣିଥରେ ଓବିସି କମିଶନ ପୁର୍ନଗଠନ କରିଛନ୍ତି। କମିଶନ ଅଧ୍ୟକ୍ଷ ଭାବେ ଓଡ଼ିଶା ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ରଘୁନାଥ ବିଶ୍ୱାଳଙ୍କୁ ନିଯୁକ୍ତି ମିଳିଛି। କମିଶନର ସଦସ୍ୟ ଭାବେ ପ୍ରଫେସର ନବୀନ ରଥ, ପ୍ରଫେସର ମିତାଲି ଚିନ୍ନାରା ଓ ଡକ୍ଟର ପ୍ରସନ୍ନ କୁମାର ପାତ୍ରଙ୍କୁ ମନୋନୀତ କରାଯାଇଥିବାବେଳେ କମିଶନ ସଦସ୍ୟ ସଚିବ ଭାବେ ଆଇଏଏସ ଅଫିସର ବୀରବିକ୍ରମ ଯାଦବ କାର୍ଯ୍ୟ କରିବେ। କମିଶନଙ୍କ ସମସ୍ତ ସଦସ୍ୟଙ୍କ କାର୍ଯ୍ୟକାଳ ସର୍ବାଧିକ […]

lokasevabhaban

lokasevabhaban

Jitendra Garnayak
  • Published: Wednesday, 12 February 2020
  • Updated: 12 February 2020, 08:52 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦୀର୍ଘବର୍ଷ ପରେ ପରେ ରାଜ୍ୟ ସରକାର ପୁଣିଥରେ ଓବିସି କମିଶନ ପୁର୍ନଗଠନ କରିଛନ୍ତି। କମିଶନ ଅଧ୍ୟକ୍ଷ ଭାବେ ଓଡ଼ିଶା ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ରଘୁନାଥ ବିଶ୍ୱାଳଙ୍କୁ ନିଯୁକ୍ତି ମିଳିଛି। କମିଶନର ସଦସ୍ୟ ଭାବେ ପ୍ରଫେସର ନବୀନ ରଥ, ପ୍ରଫେସର ମିତାଲି ଚିନ୍ନାରା ଓ ଡକ୍ଟର ପ୍ରସନ୍ନ କୁମାର ପାତ୍ରଙ୍କୁ ମନୋନୀତ କରାଯାଇଥିବାବେଳେ କମିଶନ ସଦସ୍ୟ ସଚିବ ଭାବେ ଆଇଏଏସ ଅଫିସର ବୀରବିକ୍ରମ ଯାଦବ କାର୍ଯ୍ୟ କରିବେ।

କମିଶନଙ୍କ ସମସ୍ତ ସଦସ୍ୟଙ୍କ କାର୍ଯ୍ୟକାଳ ସର୍ବାଧିକ ୩ବର୍ଷ ରହିବ। ଆଜି ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶା ରାଜ୍ୟ ଓବିସି ଆକ୍ଟ-୧୯୯୩ର ପ୍ରାବଧାନ ଅନୁସାରେ କମିଶନ ଅଧ୍ୟକ୍ଷ ଓ ସଦସ୍ୟମାନଙ୍କୁ ନିଯୁକ୍ତି ଦିଆଯାଇଛି।

ସୂଚନାଯୋଗ୍ୟ, ପ୍ରାୟ ଏକ ଦଶନ୍ଧିରୁ ଅଧିକ ସମୟ ଧରି ଓବିସି କମିଶନ ଅକାମୀ ହୋଇ ପଡ଼ି ରହିଥିଲା। ଜାତୀୟ ଓବିସି କମିଶନ ଏବେ ୩ଦିନିଆ ଓଡ଼ିଶା ଗସ୍ତରେ ଅଛନ୍ତି। ରାଜ୍ୟରେ ଓବିସି ବର୍ଗଙ୍କୁ ୨୭% ସଂରକ୍ଷଣ ଦିଆଯାଉନଥିବାକୁ ନେଇ ବିଭିନ୍ନ ମହଲରେ ଉଦବେଗ ପ୍ରକାଶ ପାଇଛି।

ଓବିସି କମିଶନ ଗଠନ ନେଇ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ୩୦ ବର୍ଷ ଧରି ଓଡ଼ିଶାର OBC/SEBC ବର୍ଗ ସେମାନଙ୍କ ଅଧିକାରରୁ ବଞ୍ଚିତ ହୋଇଛନ୍ତି। ବହୁ ବିଳମ୍ବରେ ହେଲେ ମଧ୍ୟ ରାଜ୍ୟ ସରକାର ଓବିସି କମିଶନ ଗଠନ କରିଛନ୍ତି। ଓବିସି ସମାଜର ଦୀର୍ଘ ଦିନର ଦାବି କାରଣରୁ ଏହା ସମ୍ଭବ ହୋଇପାରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story