ଭୁବନେଶ୍ୱର ଓ ବ୍ରହ୍ମପୁରରେ ମହିଳା ମେୟର, କଟକରେ ଅଣସଂରକ୍ଷିତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଂଚାୟତ ନିର୍ବାଚନ ପ୍ରକ୍ରିୟା ଘୋଷଣା ହୋଇସାରିଥିବାବେଳେ ରାଜ୍ୟରେ ପୌର ନିର୍ବାଚନକୁ ଶୀଘ୍ର ସାରିବାକୁ ରାଜ୍ୟ ସରକାର ଯୋଜନା କରିଛନ୍ତି। ବହୁଚର୍ଚ୍ଚିତ ଭୁବନେଶ୍ୱର ମହାନଗର ନିଗମର ମେୟର ପଦବୀକୁ ମହିଳାଙ୍କ ପାଇଁ ସଂରକ୍ଷିତ ରଖାଯାଇଥିବାବେଳେ କଟକ ମହାନଗର ନିଗମର ମେୟର ପଦବୀକୁ ଅଣସଂରକ୍ଷିତ ଓ ବ୍ରହ୍ମପୁର ମହାନଗର ନିଗମର ମେୟର ପଦବୀକୁ ମହିଳାଙ୍କ ପାଇଁ ସଂରକ୍ଷିତ ରଖାଯାଇଛି। ଆଜି ଏନେଇ ଗେଜେଟ୍ ବିଜ୍ଞପ୍ତି ଜାରି ହେବା ସହ ଏହା ଉପରେ ଆପତ୍ତି-ଅଭିଯୋଗ ଥିଲେ ୧୫ଦିନ ମଧ୍ୟରେ […]

BMC Office

BMC Office

Ordigital Desk
  • Published: Wednesday, 12 January 2022
  • Updated: 12 January 2022, 08:06 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଂଚାୟତ ନିର୍ବାଚନ ପ୍ରକ୍ରିୟା ଘୋଷଣା ହୋଇସାରିଥିବାବେଳେ ରାଜ୍ୟରେ ପୌର ନିର୍ବାଚନକୁ ଶୀଘ୍ର ସାରିବାକୁ ରାଜ୍ୟ ସରକାର ଯୋଜନା କରିଛନ୍ତି। ବହୁଚର୍ଚ୍ଚିତ ଭୁବନେଶ୍ୱର ମହାନଗର ନିଗମର ମେୟର ପଦବୀକୁ ମହିଳାଙ୍କ ପାଇଁ ସଂରକ୍ଷିତ ରଖାଯାଇଥିବାବେଳେ କଟକ ମହାନଗର ନିଗମର ମେୟର ପଦବୀକୁ ଅଣସଂରକ୍ଷିତ ଓ ବ୍ରହ୍ମପୁର ମହାନଗର ନିଗମର ମେୟର ପଦବୀକୁ ମହିଳାଙ୍କ ପାଇଁ ସଂରକ୍ଷିତ ରଖାଯାଇଛି। ଆଜି ଏନେଇ ଗେଜେଟ୍ ବିଜ୍ଞପ୍ତି ଜାରି ହେବା ସହ ଏହା ଉପରେ ଆପତ୍ତି-ଅଭିଯୋଗ ଥିଲେ ୧୫ଦିନ ମଧ୍ୟରେ ପୌର ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟକୁ ଜଣାଇବାକୁ କୁହାଯାଇଛି।

ରାଜ୍ୟ ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗର ବିଜ୍ଞପ୍ତି ଅନୁସାରେ, ଓଡ଼ିଶା ମହାନଗର ନିଗମ ଆଇନ-୨୦୦୩ର ଧାରା ୧୪ର ଉପଧାରା ୩ ଓ ୪ ଅନ୍ତର୍ଗତ ଏବଂ ଓଡ଼ିଶା ମହାନଗର ନିଗମ ରୁଲସ-୨୦୦୩ର ରୁଲ-୮୦(୮) ର ପ୍ରାବଧାନ ଅନୁସାରେ ମହାନଗରଗୁଡ଼ିକର ମେୟର ପଦବୀକୁ ସଂରକ୍ଷିତ ରଖିବାକୁ ଗେଜେଟ୍ ବିଜ୍ଞପ୍ତି ଜାରି ହୋଇଛି ।

ଭୁବନେଶ୍ୱର ଓ ବ୍ରହ୍ମପୁର ମହାନଗର ନିଗମର ମେୟର ପଦବୀ ମହିଳାଙ୍କ ପାଇଁ ସଂରକ୍ଷିତ ଥିବାବେଳେ କଟକ ମହାନଗର ନିଗମକୁ ଅଣସଂରକ୍ଷିତ ରଖାଯାଇଛି । ଏହି ସଂରକ୍ଷଣ ଉପରେ କାହାରି ଆପତ୍ତି-ଅଭିଯୋଗ ରହିଥିଲେ ଗେଜେଟ୍ ବିଜ୍ଞପ୍ତି ପ୍ରକାଶ ପାଇବାର ୧୫ଦିନ ମଧ୍ୟରେ ପୌର ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ଏ ସଂକ୍ରାନ୍ତରେ ଜଣାଇବାକୁ କୁହାଯାଇଛି । ଆଜି ଗେଜେଟ୍ ବିଜ୍ଞପ୍ତି ଜାରି ହୋଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story