ଡରାଇଲା ନୂଆ ଭାରିଏଣ୍ଟ, ସବୁ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସ୍ୱାସ୍ଥ୍ୟ ବିଭାଗ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଚିନ୍ତା ବଢ଼ାଇଛି କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ୍‌। ବିଶ୍ୱାସ୍ଥ୍ୟସ୍ଥ୍ୟ ସଙ୍ଗଠନ ଏହି ଭାରିଏଣ୍ଟକୁ ପୂର୍ବ ଭାରିଏଣ୍ଟ ଠାରୁ ଅତ୍ୟଧିକ ମାରାତ୍ମକ ବୋଲି କହିଛି। ଏହାପରେ ଚାରଆଡେ ଏହାକୁ ନେଇ ସୃଷ୍ଟି ହୋଇଛି ଭୟ, ପଶିଛି ଛନକା। କୋଭିଡ଼ର ନୂଆ ଭ୍ୟାରିଆଣ୍ଟ ଚିହ୍ନଟ ପରେ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି। ବିଦେଶରୁ ଆସୁଥିବା ଲୋକଙ୍କ ପ୍ରତି କଡା ନଜର ରଖିବାକୁ ସବୁ ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି। କେବଳ ସେତିକି […]

Corona

Corona

Madhupriya Mistry
  • Published: Saturday, 27 November 2021
  • Updated: 27 November 2021, 05:36 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଚିନ୍ତା ବଢ଼ାଇଛି କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ୍‌। ବିଶ୍ୱାସ୍ଥ୍ୟସ୍ଥ୍ୟ ସଙ୍ଗଠନ ଏହି ଭାରିଏଣ୍ଟକୁ ପୂର୍ବ ଭାରିଏଣ୍ଟ ଠାରୁ ଅତ୍ୟଧିକ ମାରାତ୍ମକ ବୋଲି କହିଛି। ଏହାପରେ ଚାରଆଡେ ଏହାକୁ ନେଇ ସୃଷ୍ଟି ହୋଇଛି ଭୟ, ପଶିଛି ଛନକା। କୋଭିଡ଼ର ନୂଆ ଭ୍ୟାରିଆଣ୍ଟ ଚିହ୍ନଟ ପରେ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି। ବିଦେଶରୁ ଆସୁଥିବା ଲୋକଙ୍କ ପ୍ରତି କଡା ନଜର ରଖିବାକୁ ସବୁ ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି।

କେବଳ ସେତିକି ନୁହେଁ  ଟେଷ୍ଟିଂ, ଟ୍ରାକିଂ, ଟ୍ରିଟମେଣ୍ଟ, ଟିକାକରଣ ଉପରେ ଫୋକସ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଜିନୋମ୍ ସିକ୍ୟୁଏନ୍ସିଂ ପାଇଁ ନିୟମିତ ଭାବେ RTPCR ସାମ୍ପୁଲ ପଠାଇବାକୁ ଚିଠିରେ କହିଛନ୍ତି ସ୍ୱାସ୍ଥ୍ୟ ବିଭାଗ।  ସ୍କୁଲ, କଲେଜ, ହଷ୍ଟେଲ ଉପରେ ନଜର ରଖିବାକୁ ବି ପରାମର୍ଶ ଦିଆଯାଇଛି। କୋଭିଡ଼ ନିୟମ ନମାନିଲେ କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ସବୁ ଜିଲ୍ଲାପାଳଙ୍କୁ ଚିଠି ମାଧ୍ୟମରେ ନିର୍ଦ୍ଦେଶ ଦିଆଯାଇଛି।

ଅଳ୍ପ କିଛି ଦିନ ପୂର୍ବରୁ ଦକ୍ଷିଣ ଆଫ୍ରିକାରୁ ଚିହ୍ନଟ ହୋଇଥିବା ଭ୍ୟାରିଏଣ୍ଟ ‘B.1.1.529 ବା ଓମିକ୍ରନ୍‌’ କରୋନାର ଅନ୍ୟ ଭ୍ୟାରିଏଣ୍ଟଠାରୁ ଅଧିକ ମାରାତ୍ମକ ବୋଲି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ(WHO) ପକ୍ଷରୁ କୁହାଯାଇଛି। ଏହି ନୂ‌ଆ ଭାରିଏଣ୍ଟ୍‌ ଉପରେ ଟିକାର କୌଣସି ପ୍ରଭାବ ପଡୁ ନଥିବାରୁ ଆହୁରି ଚିନ୍ତା ବଢ଼ିଛି।

ଡେଲ୍ଟା ଭାରିଏଣ୍ଟ ଠାରୁ ମଧ୍ୟ  ଏହା ୭ ଗୁଣା ଦ୍ରୁତ ଗତିରେ ବ୍ୟାପିବା ସହ ସ୍ୱାସ୍ଥ୍ୟ ସମସ୍ୟାକୁ ଜଟିଳ କରୁଥିବା ଜଣାପଡ଼ିଛି। ବର୍ତ୍ତମାନ ଯାଏଁ ଏହି ନୂଆ ଭାରିଏଣ୍ଟ ୫ଟି ଦେଶରେ ବ୍ୟାପି ସାରିଲାଣି। ଭାରତରେ ଏଯାଏଁ ଏହି ଭାରିଏଣ୍ଟର କୌଣସି ମାମଲା ସାମ୍ନାକୁ ଆସି ନାହିଁ। ଯଦି ଏହା ଆହୁରି ଅଧିକ ସଂକ୍ରମାକ ହୋଇ ଭାରତକୁ ପ୍ରବେଶ କରେ ତେବେ କରୋନାର ତୃତୀୟ ଲହରୀ ଆରମ୍ଭ ହୋଇଯିବ ବୋଲି ବୈଜ୍ଞାନିକମାନେ କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story