ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାତିରେ ଖୋଲିବ ସ୍କୁଲ। ଏହା ଶୁଣିଲା ପରେ ଆପଣ ଟିକେ ଆଶ୍ଚର୍ଯ୍ୟ ହୋଇଯାଇଥିବେ। ହେଲେ ସ୍କୁଲ ଗୁଡ଼ିକ ପାଠପଢ଼ା ପାଇଁ ନୁହେଁ ବରଂ ଅସହ୍ୟ ଶୀତରେ ଥରୁଥିବା ଅସହାୟ ଲୋକଙ୍କୁ ସେଠାରେ ଆଶ୍ରୟ ଦେବା ପାଇଁ ଏହି ପଦକ୍ଷେପ ନିଆଯାଇଛି। ଏନେଇ ସ୍ୱତନ୍ତ୍ର ରିଲିଫ୍ କମିଶନର ସବୁ ଜିଲ୍ଲାପାଳମାନଙ୍କୁ ପ୍ରତିଷେଧମୂଳକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି।
ଏହାସହ ସବୁ ବ୍ଲକ୍, ତହସିଲ, ଗ୍ରାମ ପଞ୍ଚାୟତକୁ ଆଲର୍ଟ କରିବାକୁ ନିର୍ଦ୍ଦେଶ ହୋଇଛି। ଗରିବ, ବାସହୀନଙ୍କ ପାଇଁ ରାତ୍ର ଆଶ୍ରୟସ୍ଥଳ ଯୋଗାଇବା ସହ ଆଶ୍ରୟସ୍ଥଳ, ସ୍କୁଲ, ସର୍ବସାଧାରଣ କୋଠା ଖୋଲା ରଖିବାକୁ ନିର୍ଦ୍ଦେଶ ହୋଇଛି। ଗରିବ ଲୋକେ ରାତିରେ ରହିବାକୁ ସ୍କୁଲ ଘର ଖୋଲା ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଭିଜିଲାନ୍ସ ପଞ୍ଝାରେ ARI; ୮ଟି ସ୍ଥାନରେ ଚାଲିଛି ଚଢାଉ
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୋରିଗୁମ୍ମା ତହସିଲ ARI ସୁରେନ୍ଦ୍ର କୁମାର ତନ୍ତିଙ୍କ ଘରେ ହୋଇଛି ଭିଜିଲାନ୍ସ ରେଡ୍ ।
Accident
୩୦ଫୁଟ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍, ଚାପି ହୋଇଗଲେ ଡ୍ରାଇଭର
୩୦ଫୁଟ୍ ରାସ୍ତା ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍ । ଟ୍ରକ ଭିତରେ ଚାପି ହୋଇ ରହିଛି ଚାଳକଙ୍କ ମୃତଦେହ ।
Accident
ଗଛରେ ପିଟି ହେଲା ବାଇକ୍, ଚାଲିଗଲା ଜଣଙ୍କ ଜୀବନ
ଗଛରେ ପିଟି ହୋଇଗଲା ବାଇକ୍। ଆଉ ଦୁଇ ବାଇକ୍ ଚାଳକଙ୍କ ମଧ୍ୟରୁ ଜଣେ ଆଖି ବୁଜିଥିବା ବେଳେ ଆଉ ଜଣେ ମରଣ ସହ ସଂଘର୍ଷ କରୁଛନ୍ତି।
Science & Environment
୬ ଥିଲା ୧୨ରେ ପହଞ୍ଚିଲା; ୩ ବର୍ଷରେ ଦୁଇ ଗୁଣା ବଢିଛି ବାଘ ସଂଖ୍ୟା
୨୦୨୧ ମସିହାରେ ଢେଙ୍କାନାଳର ବିଭିନ୍ନ ଜଙ୍ଗଲରେ କଲରାପତରିଆ ବାଘ ସଂଖ୍ୟା ୬ ଥିବା ବେଳେ ଏବେ ତାହା ବୃଦ୍ଧି ପାଇ ୧୨ରେ ପହଞ୍ଚିଛି। ଯାହା ଜଙ୍ଗଲ ବିଭାଗ ପାଇଁ ଆଣିଛି ଖୁସି ଖବର।
Weather
ଆଜିଠୁ ବଦଳିବ ପାଗ; କମିବ ବର୍ଷା, ବଢ଼ିବ କୁହୁଡି
କମିବ ବର୍ଷା, ବଢ଼ିବ କୁହୁଡି। ରାଜ୍ୟରେ ଆଜିଠୁ ବର୍ଷାର ପରିମାଣ ସାମାନ୍ୟ କମିବାକୁ ଥିବା ବେଳେ କାଲିଠୁ ସମ୍ପୂର୍ଣ୍ଣ ବର୍ଷା କମିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।