ସହିଦଙ୍କ ପରିବାର ପାଇଁ ଦିନକର ଦରମା ଦେଲେ ଓଡ଼ିଶା IPS

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟ): ଜମ୍ମୁ-କାଶ୍ମୀରର ପୁଲୱାମାରେ ଆତଙ୍କବାଦୀ ଆକ୍ରମଣରେ ୪୦ ଜଣ ଯବାନ ସହିଦ୍‌ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଦୁଇ ଜଣ ଓଡ଼ିଆ ଅଛନ୍ତି। ଏଭଳି କାପୁରୁଷୋଚିତ ଆକ୍ରମଣ ଯୋଗୁ ସମଗ୍ର ଦେଶ ମର୍ମାହତ ହୋଇଛି। ଭାରତର କୋଣ ଅନୁକୋଣରେ ପାକିସ୍ତାନ ବିରୋଧରେ ନାରାବାଜି ଚାଲିଛି। ଆତଙ୍କବାଦୀଙ୍କ ହମ୍‌ଲାରେ ସହିଦ୍‌ ହୋଇଥିବା ପରିବାରକୁ ସହାୟତା ପାଇଁ ହାତ ବଢ଼ାଇଛି ଓଡ଼ିଶା IPS ସଂଘ। ସହିଦଙ୍କ ପରିବାରକୁ ଦିନକର ଦରମା ଦେବାକୁ ନିଷ୍ପତ୍ତି ନେଇଛି ସଂଘ। ଏହି ଅର୍ଥ […]

c

c

Manoranjan Sial
  • Published: Saturday, 16 February 2019
  • Updated: 16 February 2019, 05:04 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟ): ଜମ୍ମୁ-କାଶ୍ମୀରର ପୁଲୱାମାରେ ଆତଙ୍କବାଦୀ ଆକ୍ରମଣରେ ୪୦ ଜଣ ଯବାନ ସହିଦ୍‌ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଦୁଇ ଜଣ ଓଡ଼ିଆ ଅଛନ୍ତି। ଏଭଳି କାପୁରୁଷୋଚିତ ଆକ୍ରମଣ ଯୋଗୁ ସମଗ୍ର ଦେଶ ମର୍ମାହତ ହୋଇଛି। ଭାରତର କୋଣ ଅନୁକୋଣରେ ପାକିସ୍ତାନ ବିରୋଧରେ ନାରାବାଜି ଚାଲିଛି। ଆତଙ୍କବାଦୀଙ୍କ ହମ୍‌ଲାରେ ସହିଦ୍‌ ହୋଇଥିବା ପରିବାରକୁ ସହାୟତା ପାଇଁ ହାତ ବଢ଼ାଇଛି ଓଡ଼ିଶା IPS ସଂଘ। ସହିଦଙ୍କ ପରିବାରକୁ ଦିନକର ଦରମା ଦେବାକୁ ନିଷ୍ପତ୍ତି ନେଇଛି ସଂଘ। ଏହି ଅର୍ଥ CRPF ଡିଜିଙ୍କ କଲ୍ୟାଣ ପାଣ୍ଠିକୁ ପ୍ରଦାନ ପାଇଁ ଓଡ଼ିଶା IPS ସଂଘ ନିଷ୍ପତ୍ତି ନେଇଛନ୍ତି।

ସୂଚନାଯୋଗ୍ୟ, ଗୁରୁବାର ଜମ୍ମୁ-କାଶ୍ମୀରରେ ପୁଲଓ୍ୱାମାରେ ଆତଙ୍କବାଦୀଙ୍କ ଆତ୍ମଘାତୀ ଆକ୍ରମଣରେ ୪୦ ଯବାନ ସହିଦ ହୋଇଥିଲେ। ଜମ୍ମୁ-ଶ୍ରୀନଗର ଜାତୀୟ ରାଜପଥର ଅବନ୍ତୀପୋରା ନିକଟରେ ଏହି ଆକ୍ରମଣ ହୋଇଥିଲା। ୨୫୦୦ରୁ ଅଧିକ ଯବାନ ୭୦ଟି ବସ୍‌ରେ ଜମ୍ମୁରୁ ଶ୍ରୀନଗର ଫେରୁଥିବା ବେଳେ ଏହି ଆକ୍ରମଣ ହୋଇଥିଲା।

ଜମ୍ମୁ ଓ କଶ୍ମୀରର ପୁଲଓ୍ୱାମାରେ ସହିଦ ହୋଇଥିବା ଦୁଇ ଓଡ଼ିଆ ଯବାନ ପ୍ରସନ୍ନ କୁମାର ସାହୁ ଓ ମନୋଜ କୁମାର ବେହେରାଙ୍କ ପାର୍ଥିବ ଶରୀର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସେମାନଙ୍କ ନିଜ ନିଜ ଗାଁକୁ ପଠାଯାଇଛି। ସେମାନଙ୍କ ମରଶରୀରକୁ ବାୟୁସେନାର ସ୍ୱତନ୍ତ୍ର ବିମାନରେ ଅଣାଯାଇଥିଲା। ସହିଦଙ୍କ ପାର୍ଥିବ ଶରୀର ବିମାନ ବନ୍ଦରରେ ପହଞ୍ଚିବା ପରେ ସହିଦ୍‌ ଅମର ରହେ ଧ୍ୱନିରେ ପ୍ରକମ୍ପିତ ହୋଇଥିଲା ସମଗ୍ର ପରିବେଶ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story