ପିକ୍ ସ୍ଥିତି ଆଡ଼କୁ ମୁହାଁଉଛି ଓଡ଼ିଶା  

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ପିକ୍ ସ୍ଥିତି ଆଡ଼କୁ ମୁହାଁଉଛି ଓଡ଼ିଶା । ଆଗାମୀ ୭ ରୁ ୧୦ ଦିନ ଆମ ପାଇଁ ବେଶ ଗୁରୁତ୍ୱପୂର୍ଣ୍ଣ । ଯେହେତୁ ରାଜ୍ୟରେ ବର୍ତ୍ତମାନ ଲକଡ଼ାଉନ ସ୍ଥିତି ରହିଛି ତେଣୁ କରୋନା ସଂକ୍ରମଣ କ୍ଷେତ୍ରରେ ସମାନ୍ତରାଳ ସ୍ଥିତିରେ ରହିଛି ଓଡ଼ିଶା । ଆସନ୍ତା ୭ରୁ ୧୦ ଦିନ ଭିତରେ କୋଭିଡ ପରିସଂଖ୍ୟାନ ଶୀର୍ଷକୁ ଛୁଇଁ କ୍ରମାନ୍ୱୟରେ ହ୍ରାସ ପାଇବ । ଏ ନେଇ ଆଶା ପ୍ରକଟ କରିଛନ୍ତି ସ୍ୱାସ୍ଥ୍ୟ ବିଶେଷଜ୍ଞ ନିରୋଜ ମିଶ୍ର […]

p11

p11

Tapas Behera
  • Published: Wednesday, 19 May 2021
  • Updated: 20 May 2021, 04:25 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ପିକ୍ ସ୍ଥିତି ଆଡ଼କୁ ମୁହାଁଉଛି ଓଡ଼ିଶା । ଆଗାମୀ ୭ ରୁ ୧୦ ଦିନ ଆମ ପାଇଁ ବେଶ ଗୁରୁତ୍ୱପୂର୍ଣ୍ଣ । ଯେହେତୁ ରାଜ୍ୟରେ ବର୍ତ୍ତମାନ ଲକଡ଼ାଉନ ସ୍ଥିତି ରହିଛି ତେଣୁ କରୋନା ସଂକ୍ରମଣ କ୍ଷେତ୍ରରେ ସମାନ୍ତରାଳ ସ୍ଥିତିରେ ରହିଛି ଓଡ଼ିଶା । ଆସନ୍ତା ୭ରୁ ୧୦ ଦିନ ଭିତରେ କୋଭିଡ ପରିସଂଖ୍ୟାନ ଶୀର୍ଷକୁ ଛୁଇଁ କ୍ରମାନ୍ୱୟରେ ହ୍ରାସ ପାଇବ ।

ଏ ନେଇ ଆଶା ପ୍ରକଟ କରିଛନ୍ତି ସ୍ୱାସ୍ଥ୍ୟ ବିଶେଷଜ୍ଞ ନିରୋଜ ମିଶ୍ର । ବର୍ତ୍ତମାନ ସବୁଠୁ ବଡ଼ କଥା ଓଡ଼ିଶାରେ ସଂକ୍ରମଣ ହାର ୨୦ ପ୍ରତିଶତ ତଳକୁ ଆସିଛି । ଏହା ଏକ ବଡ଼ ଉପଲବ୍ଧି। ଲକ୍‌ଡାଉନ୍ ପାଇଁ ରାଜ୍ୟରେ ସଂକ୍ରମଣ ଫ୍ଲାଟ୍ ସ୍ଥିତିରେ ଅଛି । ନଚେତ ଏବେ ୨୦ରୁ ୨୫ ହଜାର ଦୈନିକ ସଂକ୍ରମଣ ବାହାରିଥାନ୍ତା ବୋଲି ସେ କହିଛନ୍ତି। ଭୁବନେଶ୍ୱରରେ ପିଜିଟିଭ ହାର ରହିଛି ପାଖାପାଖି ୩୫ ପ୍ରତିଶତ । ତେବେ ବର୍ତ୍ତମାନ ଗ୍ରାମାଞ୍ଚଳକୁ ଫୋକସ କରିବା ପାଇଁ ସରକାର ଯେଉଁ ନିଷ୍ପତ୍ତି ନେଇଛନ୍ତି ତାହା ବହୁତ ଭଲ ପଦକ୍ଷେପ । ଯଦି ୧୫ ଦିନ ପୂର୍ବରୁ ଏହି ପଦକ୍ଷେପ ନେଇ ଥାନ୍ତେ ତେବେ ଓଡ଼ିଶାରେ ଏପରି ସ୍ଥିତି ଉପୁଜି ନଥାନ୍ତା ବୋଲି ସେ କହିଛନ୍ତି।

ରାଜ୍ୟରେ ଆଉ ୨୧ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି।  ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୩୭୮କୁ ବୃଦ୍ଧି ପାଇଛି। ଅନ୍ୟପକ୍ଷରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୧,୦୯୯ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୬୦ ଜଣ ଅଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story