ଆସନ୍ତାକାଲି ଶୀତ ଅଧିବେଶନ, ପେପର୍‌ଲେସ୍‌ ହେବ ବିଧାନସଭା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ଆସନ୍ତାକାଲିଠୁ ଆରମ୍ଭ ହେବ ବିଧାନସଭାର ଶୀତକାଳୀନ ଅଧିବେଶନ। ୩୦ଟି କାର୍ଯ୍ୟ ଦିବସ ଥିବା ଏହି ଅଧିବେଶନର ପ୍ରଥମ ଦିନରେ ଅତିରିକ୍ତ ବଜେଟ୍ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ । ଲମ୍ବା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିରୋଧୀଙ୍କ ପାଖରେ ନାରୀ ନିର୍ଯାତନାଠାରୁ ଆରମ୍ଭ କରି ଆଇନଶୃଙ୍ଖଳା, ଚାଷୀ ସମସ୍ୟା, ଆବାସ କେଳାଙ୍କରୀ ପରି ଅନେକ ପ୍ରସଙ୍ଗ ଥିବା ବେଳେ ରଣନୀତି ପ୍ରସ୍ତୁତ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ ବସିବ। ସେହିପରି ଆସନ୍ତାକାଲି ଦିନ ୧୦ଟାରେ […]

surya

surya

Tapas Behera
  • Published: Tuesday, 12 November 2019
  • Updated: 13 November 2019, 07:39 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ଆସନ୍ତାକାଲିଠୁ ଆରମ୍ଭ ହେବ ବିଧାନସଭାର ଶୀତକାଳୀନ ଅଧିବେଶନ। ୩୦ଟି କାର୍ଯ୍ୟ ଦିବସ ଥିବା ଏହି ଅଧିବେଶନର ପ୍ରଥମ ଦିନରେ ଅତିରିକ୍ତ ବଜେଟ୍ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ । ଲମ୍ବା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିରୋଧୀଙ୍କ ପାଖରେ ନାରୀ ନିର୍ଯାତନାଠାରୁ ଆରମ୍ଭ କରି ଆଇନଶୃଙ୍ଖଳା, ଚାଷୀ ସମସ୍ୟା, ଆବାସ କେଳାଙ୍କରୀ ପରି ଅନେକ ପ୍ରସଙ୍ଗ ଥିବା ବେଳେ ରଣନୀତି ପ୍ରସ୍ତୁତ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ ବସିବ।

ସେହିପରି ଆସନ୍ତାକାଲି ଦିନ ୧୦ଟାରେ ବିଜେଡି ଓ ବିଜେପି ବିଧାୟକଦଳ ବୈଠକ ମଧ୍ୟ ବସିବ । ଏପଟେ ଓଡିଶା ବିଧାନସଭାକୁ ପେପରଲେସ୍ କରିବା ପାଇଁ ଆରମ୍ଭ ହୋଇଛି ପ୍ରକିୟା । ପ୍ରଥମେ ପ୍ରଶ୍ନ ଉତ୍ତର ଗୁଡିକୁ ନେସନାଲ ଇ-ବିଧାନ ଆପ୍ଲିକେସନ ବା ନେଭା ଆପ୍ ମାଧ୍ୟମରେ ଉପଲବଧ ହେବ ବୋଲି କହିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ।

ବିଧାୟକମାନେ ଚାହିଁଲେ ଏହି ଆପ୍ ମାଧ୍ୟମରେ ପ୍ରଶ୍ନ ପଚାରି ଅନଲାଇନରେ ଉତ୍ତର ପାଇ ପାରିବେ । ତେବେ ଯେଉଁ ବିଧାୟକମାନେ ଏନେଇ ପ୍ରଶିକ୍ଷଣ ନେବାକୁ ଚାହିଁବେ ସେମାନଙ୍କୁ ଏହି ସୁଯୋଗ ଦିଆଯିବ ବୋଲି କହିଛନ୍ତି ବାଚସ୍ପତି । ତା’ସହ ବିଧାନସଭାକୁ ସମ୍ପୂର୍ଣ୍ଣ ଓ୍ୱାଇଫାଇ କରାଯିବ। ସେପଟେ ବିଧାନସଭା ଅଧିବେଶନ ପୂର୍ବରୁ ଆଜି ସୁରକ୍ଷା ବ୍ୟବସ୍ଥାର ଅନୁଧ୍ୟାନ କରିଥିଲେ ପୋଲିସ ଡିଜି ବି.କେ. ଶର୍ମା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story