ଅଳ୍ପ ଦିନରେ ଆସୁଛି ଆଉ ଏକ ଲଘୁଚାପ
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ପଶ୍ଚିମ-କେନ୍ଦ୍ର ବଙ୍ଗୋପସାଗରର ଆନ୍ଧ୍ର ଉପକୂଳରେ ଆସୁଛି ଏହି ଲଘୁଚାପ। ୧୩ ତାରିଖ ସୁଦ୍ଧା ଲଘୁଚାପ ସୃଷ୍ଟି ହେବା ନେଇ ପୂର୍ବାନୁମାନ କରାଯାଇଛି। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ନିକଟରେ ଲାଗ୍ ଲାଗ୍ ୩ଟି ଲଘୁଚାପ ହେବାରୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବନ୍ୟା ହୋଇଯାଇଥିଲା।
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ପଶ୍ଚିମ-କେନ୍ଦ୍ର ବଙ୍ଗୋପସାଗରର ଆନ୍ଧ୍ର ଉପକୂଳରେ ଆସୁଛି ଏହି ଲଘୁଚାପ। ୧୩ ତାରିଖ ସୁଦ୍ଧା ଲଘୁଚାପ ସୃଷ୍ଟି ହେବା ନେଇ ପୂର୍ବାନୁମାନ କରାଯାଇଛି। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ନିକଟରେ ଲାଗ୍ ଲାଗ୍ ୩ଟି ଲଘୁଚାପ ହେବାରୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବନ୍ୟା ହୋଇଯାଇଥିଲା।