କାଲିଠୁ ପ୍ରବଳରୁ ଅତିପ୍ରବଳ ବର୍ଷା: ବନ୍ୟା ଆଶଙ୍କା ରହିଛି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍ତର-ବଙ୍ଗୋପସାଗରରେ ଲଘୁଚାପ ଦାନା ବାନ୍ଧୁଛି। ଧୀରେ ଧୀରେ ଏହା ଅବପାତର ରୂପନେଇ ପଶ୍ଚିମ ଦିଗ ଆଡ଼କୁ ଗତି କରିବ। ସେହିପରି ବାୟୁମଣ୍ଡଳର ଉପରି ଭାଗରେ ମଧ୍ୟ ଏକ ମନ୍‌ସୁନ୍ ଟ୍ରାପ ଲାଇନ୍ ସକ୍ରିୟ ରହିଛି। ଏହା ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇଛି। ତେବେ ଆଜିଠାରୁ ବର୍ଷାର ପରିମାଣ ବଢ଼ିବ। ଆସନ୍ତାକାଲିଠୁ ୨ ତାରିଖ ପର୍ଯ୍ୟନ୍ତ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଓଡ଼ିଶା ସହ […]

rain35

rain35

Jitendra Garnayak
  • Published: Saturday, 29 June 2019
  • Updated: 29 June 2019, 07:04 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍ତର-ବଙ୍ଗୋପସାଗରରେ ଲଘୁଚାପ ଦାନା ବାନ୍ଧୁଛି। ଧୀରେ ଧୀରେ ଏହା ଅବପାତର ରୂପନେଇ ପଶ୍ଚିମ ଦିଗ ଆଡ଼କୁ ଗତି କରିବ। ସେହିପରି ବାୟୁମଣ୍ଡଳର ଉପରି ଭାଗରେ ମଧ୍ୟ ଏକ ମନ୍‌ସୁନ୍ ଟ୍ରାପ ଲାଇନ୍ ସକ୍ରିୟ ରହିଛି। ଏହା ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇଛି।

ତେବେ ଆଜିଠାରୁ ବର୍ଷାର ପରିମାଣ ବଢ଼ିବ। ଆସନ୍ତାକାଲିଠୁ ୨ ତାରିଖ ପର୍ଯ୍ୟନ୍ତ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଓଡ଼ିଶା ସହ ଛତିଶଗଡ଼ରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିଲାଗି ପାଣିପାଗ ବିଭାଗ ପକ୍ଷରୁ ରେଡ୍ ଆଲର୍ଟ ଜାରି କରାଯାଇଛି।

ପରିସ୍ଥିତିର ମୁକାବିଲା ଲାଗି ପଦକ୍ଷେପ ନେବାକୁ ଉଭୟ ରାଜ୍ୟ ସରକାରଙ୍କୁ କୁହାଯାଇଛି। ମହାନଦୀର ଉପରମୁଣ୍ଡରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଓଡ଼ିଶାରେ ବନ୍ୟା ଆଶଙ୍କା ମଧ୍ୟ ରହିଛି। ସୋନପୁର, ବୌଦ୍ଧ ଓ ଅନୁଗୋଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି।

ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସଜୀବୀମାନଙ୍କୁ ସମୁଦ୍ର ଭିତରକୁ ନଯିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି।

ମୌସୁମୀ ଆଉ ଥରେ ସକ୍ରିୟ ହେବାକୁ ଥିବାରୁ ୧୫ରୁ ଅଧିକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ବିଶେଷକରି ଭଦ୍ରକ, ଯାଜପୁର, ଢେଙ୍କାନାଳ, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଦେବଗଡ଼, ସମ୍ବଲପୁର, କନ୍ଧମାଳ, ମାଲକାନଗିରି, କଳାହାଣ୍ଡି, ସୁବର୍ଣ୍ଣପୁର ଓ ବୌଦ୍ଧ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ଏଥିପାଇଁ ଆସନ୍ତାକାଲିଠୁ ୨ ତାରିଖ ଯାଏଁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story