ଆହୁରି ଚାରି ଦିନ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କିଛି ଦିନ ହେବ ସାରା ରାଜ୍ୟରେ ବର୍ଷା ଲାଗି ରହିଛି। ତେବେ ଏହି ବର୍ଷା ଆହୁରି ତିନିରୁ ଚାରି ଦିନ ପର୍ଯ୍ୟନ୍ତ ଲାଗି ରହିବ। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଡ୍ୟୁଟି ଅଫିସର ମଧୂସୁଦନ ମିଶ୍ର। ସେ କହିଛନ୍ତି,“ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ତା’ ସହିତ ରାଜସ୍ଥାନରୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଯାଏ ଏକ ଟ୍ରଫ୍ ଲାଇନ୍ ଲମ୍ବିଛି। ଏହା ପ୍ରଭାବରେ ଓଡ଼ିଶାର ଅନେକ ସ୍ଥାନରେ ତିନି ଚାରି […]

HEAVIEY RAIN

HEAVIEY RAIN

Tapaswini Nayak
  • Published: Monday, 29 July 2019
  • Updated: 29 July 2019, 11:54 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କିଛି ଦିନ ହେବ ସାରା ରାଜ୍ୟରେ ବର୍ଷା ଲାଗି ରହିଛି। ତେବେ ଏହି ବର୍ଷା ଆହୁରି ତିନିରୁ ଚାରି ଦିନ ପର୍ଯ୍ୟନ୍ତ ଲାଗି ରହିବ। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଡ୍ୟୁଟି ଅଫିସର ମଧୂସୁଦନ ମିଶ୍ର।

ସେ କହିଛନ୍ତି,“ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ତା’ ସହିତ ରାଜସ୍ଥାନରୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଯାଏ ଏକ ଟ୍ରଫ୍ ଲାଇନ୍ ଲମ୍ବିଛି। ଏହା ପ୍ରଭାବରେ ଓଡ଼ିଶାର ଅନେକ ସ୍ଥାନରେ ତିନି ଚାରି ଦିନ ବର୍ଷା ଲାଗି ରହିବ।”

ସେ ଆହୁରି କହିଛନ୍ତି,“ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାରେ ଅନେକ ସ୍ଥାନରେ ମଧ୍ୟମ ଧରଣ ହେବ। ମୟୂରଭଞ୍ଜ, କୋରାପୁଟ, ସମ୍ବଲପୁର, ନବରଙ୍ଗପୁର, ନୂଆପଡ଼ା, ଝାରସୁଗୁଡ଼ା, ବରଗଡ଼ ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ହେବ।”

ଆସନ୍ତା ଦିନେ ଦୁଇ ଦିନ ପରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story