Advertisment

କୃଷିମନ୍ତ୍ରୀ ଅରୁଣ ସାହୁଙ୍କୁ କରୋନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ କୃଷି ମନ୍ତ୍ରୀ ଅରୁଣ କୁମାର ସାହୁ କରୋନା ସଂକ୍ରମିତ ଭାବେ ଚିହ୍ନଟ ହୋଇଛନ୍ତି। ଆଜି ତାଙ୍କର ନମୂନା ପରୀକ୍ଷା ରିପୋର୍ଟ ଆସିବା ପରେ ସେ କରୋନା ଆକ୍ରାନ୍ତ ହୋଇଥିବା ନିଜେ ଟ୍ୱିଟର ମାଧ୍ୟମରେ ସ୍ପଷ୍ଟ କରିଛନ୍ତି। ଏହାସହିତ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତଙ୍କୁ ସେ ନିଜର କୋଭିଡ୍ ପରୀକ୍ଷା କରାଇ ନେବାକୁ ପରାମର୍ଶ ଦେଇଛନ୍ତି। ଶ୍ରୀ ସାହୁ କହିଛନ୍ତି ଯେ, ସେ ଏବେ ସୁସ୍ଥ ଅଛନ୍ତି ଓ ଗୃହ ସଙ୍ଗରୋଧରେ ରହିଛନ୍ତି। I […]

କୃଷିମନ୍ତ୍ରୀ ଅରୁଣ ସାହୁଙ୍କୁ କରୋନା

Arun-Sahoo

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ କୃଷି ମନ୍ତ୍ରୀ ଅରୁଣ କୁମାର ସାହୁ କରୋନା ସଂକ୍ରମିତ ଭାବେ ଚିହ୍ନଟ ହୋଇଛନ୍ତି। ଆଜି ତାଙ୍କର ନମୂନା ପରୀକ୍ଷା ରିପୋର୍ଟ ଆସିବା ପରେ ସେ କରୋନା ଆକ୍ରାନ୍ତ ହୋଇଥିବା ନିଜେ ଟ୍ୱିଟର ମାଧ୍ୟମରେ ସ୍ପଷ୍ଟ କରିଛନ୍ତି। ଏହାସହିତ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତଙ୍କୁ ସେ ନିଜର କୋଭିଡ୍ ପରୀକ୍ଷା କରାଇ ନେବାକୁ ପରାମର୍ଶ ଦେଇଛନ୍ତି। ଶ୍ରୀ ସାହୁ କହିଛନ୍ତି ଯେ, ସେ ଏବେ ସୁସ୍ଥ ଅଛନ୍ତି ଓ ଗୃହ ସଙ୍ଗରୋଧରେ ରହିଛନ୍ତି।
https://twitter.com/dr_arunsahoo/status/1300407588945760263?s=20
ସୂଚନାଯୋଗ୍ୟ, ଶ୍ରୀ ସାହୁ ପ୍ରଥମେ ଆଣ୍ଟିଜେନ୍ ଓ ପରେ ପିସିଆର ଟେଷ୍ଟ୍ ମାଧ୍ୟମରେ କରୋନା ସଂକ୍ରମିତ ହୋଇଥିବା ଜାଣିବାକୁ ପାଇଛନ୍ତି । ଶ୍ରୀ ସାହୁ ଗତ କିଛିଦିନ ଧରି ନିଜର ସମସ୍ତ କାର୍ଯ୍ୟ ନିଜ ସରକାରୀ ବାସଭବନରୁ କରୁଛନ୍ତି। ଆଜି ସକାଳେ ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ ମଧ୍ୟ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe