ବିଧାନସଭାରେ ହଙ୍ଗାମା କରିପାରିବେନି ବିଧାୟକ!

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଧାନସଭାରେ ଗୃହ କାର୍ଯ୍ୟ ପରିଚାଳନା ନେଇ କେତେକ ନୂଆ ନିୟମ ପ୍ରସ୍ତୁତ କରାଯାଇଛି। ପ୍ରଶ୍ନକାଳ ସମୟରେ, ରାଜ୍ୟପାଳଙ୍କ ଅଭିଭାଷଣ ସମୟରେ କୌଣସି ବିଧାୟକ ଗୃହରେ ହୋହାଲ୍ଲା କରିପାରିବେ ନାହିଁ। ସିମଲାରେ ବସିଥିବା ସବୁ ରାଜ୍ୟର ବାଚସ୍ପତିଙ୍କ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଥିବା ଓଡ଼ିଶା ବିଧାନସଭାର ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ବିଧାନସଭାର ଆସନ୍ତା ଅଧିବେଶନ ଆଗରୁ ହେବାକୁ ଥିବା ସର୍ବଦଳୀୟ ବୈଠକରେ ଏ ନେଇ ସମସ୍ତଙ୍କୁ ଅବଗତ କରାଯିବ। […]

assemble

assemble

Tapaswini Nayak
  • Published: Tuesday, 23 November 2021
  • Updated: 23 November 2021, 02:37 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଧାନସଭାରେ ଗୃହ କାର୍ଯ୍ୟ ପରିଚାଳନା ନେଇ କେତେକ ନୂଆ ନିୟମ ପ୍ରସ୍ତୁତ କରାଯାଇଛି। ପ୍ରଶ୍ନକାଳ ସମୟରେ, ରାଜ୍ୟପାଳଙ୍କ ଅଭିଭାଷଣ ସମୟରେ କୌଣସି ବିଧାୟକ ଗୃହରେ ହୋହାଲ୍ଲା କରିପାରିବେ ନାହିଁ। ସିମଲାରେ ବସିଥିବା ସବୁ ରାଜ୍ୟର ବାଚସ୍ପତିଙ୍କ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଥିବା ଓଡ଼ିଶା ବିଧାନସଭାର ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସୂଚନା ଦେଇଛନ୍ତି।

ସେ କହିଛନ୍ତି ଯେ, ବିଧାନସଭାର ଆସନ୍ତା ଅଧିବେଶନ ଆଗରୁ ହେବାକୁ ଥିବା ସର୍ବଦଳୀୟ ବୈଠକରେ ଏ ନେଇ ସମସ୍ତଙ୍କୁ ଅବଗତ କରାଯିବ।

ଡିସେମ୍ବର ପହିଲାରୁ ଆରମ୍ଭ ହେଉଛି ବିଧାନସଭାର ଶୀତ ଅଧିବେଶନ। ଏଥିପାଇଁ ୨୯ ତାରିଖରେ ସର୍ବଦଳୀୟ ବୈଠକ ହେବ। ଅଧିବେଶନ ପୂର୍ବରୁ ସବୁ ବିଧାୟକଙ୍କର କରୋନା ଟେଷ୍ଟ ହେବ। କେଉଁ ଦିନ କାହାର ଟେଷ୍ଟ ହେବ, ଆସନ୍ତା ୨୫ ତାରିଖରେ ବିଏମ୍‌ସି ଓ ସ୍ୱାସ୍ଥ୍ୟ ବିଭାଗ ଅଧିକାରୀଙ୍କ ସହିତ ବୈଠକ ହେବ।

ଅନ୍ୟପକ୍ଷରେ ବିଧାନସଭାରେ ହୋହଲ୍ଲା ମନା ପ୍ରସଙ୍ଗରେ ବିରୋଧୀ ଦଳ ମୁଖ୍ୟ ସଚେତକ ତଥା ବିଜେପି ବିଧାୟକ ମୋହନ ମାଝୀ କହିଛନ୍ତି, ବାଚସ୍ପତି ୨୯ ତାରିଖରେ ସର୍ବ ଦଳୀୟ ବୈଠକ ଡାକିଛନ୍ତି। ବୈଠକରେ ବାଚସ୍ପତି ପ୍ରସ୍ତାବ ରଖି ସାରିବା ପରେ ବିଧାନସଭାରେ ଆମେ କ’ଣ କରିବୁ ଆମ ଦଳ ନିଷ୍ପତ୍ତି କରିବ। ବିରୋଧୀ ଦଳ ତାର ଭୂମିକା ଲିଭାଇବ। ସରକାର ଶହେ ପ୍ରତିଶତ ସତୀ ନୁହନ୍ତି। ଫାଇଭ-ଟି ନାଁରେ ରାଜ୍ୟ ସରକାର ହଜାରେ ଦୁର୍ନୀତି କରୁଛନ୍ତି। ବିରୋଧୀ ଦଳ ଗୃହରେ ତାର ଭୂମିକା ନିଶ୍ଚୟ ଲିଭାଇବ। ଆଗରୁ ଯେପରି ଲିଭାଉଥିଲା, ସେପରି ଲିଭାଇବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story