ଆଜି ରସଗୋଲା ଦିବସ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରସଗୋଲା ଦିବସ। ପ୍ରଭୁ ଜଗନ୍ନାଥଙ୍କ ନିଳାଦ୍ରୀ ବିଜେ ତିଥିରେ ପ୍ରତିବର୍ଷ ପାଳିତ ହୋଇ ଆସୁଛି ଏହି ରସଗୋଲା ଦିବସ। ନିଳାଦ୍ରୀ ବିଜେ ସମୟରେ ମଧ୍ୟ ପ୍ରଭୁ ଜଗନ୍ନାଥ, ପ୍ରାଣପ୍ରିୟା ଅଭିମାନିନୀ ମହାଲକ୍ଷ୍ମୀଙ୍କୁ ରସଗୋଲା ଖୁଆଇ ମାନଭଞ୍ଜନ କରିବାର ପରମ୍ପରା ରହିଥିବାରୁ ଏହି ବଳିଷ୍ଠ ପ୍ରମାଣ ସହ ରସଗୋଲା ଦିବସ ପାଳନ କରାଯାଉଛି। ରସଗୋଲାର ଉତ୍ପତିକୁ ନେଇ ଓଡ଼ିଶା-ପଶ୍ଚିମବଙ୍ଗ ଭିତରେ ବିବାଦ ଲାଗି ରହିଛି। ତେବେ ଐତିହାସିକ ଓ ଗବେଷକଙ୍କ ମତରେ ଦ୍ୱାଦଶ ଶତାବ୍ଦୀରୁ […]

rasogala,,

rasogala,,

Tapaswini Nayak
  • Published: Monday, 15 July 2019
  • Updated: 15 July 2019, 01:37 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରସଗୋଲା ଦିବସ। ପ୍ରଭୁ ଜଗନ୍ନାଥଙ୍କ ନିଳାଦ୍ରୀ ବିଜେ ତିଥିରେ ପ୍ରତିବର୍ଷ ପାଳିତ ହୋଇ ଆସୁଛି ଏହି ରସଗୋଲା ଦିବସ। ନିଳାଦ୍ରୀ ବିଜେ ସମୟରେ ମଧ୍ୟ ପ୍ରଭୁ ଜଗନ୍ନାଥ, ପ୍ରାଣପ୍ରିୟା ଅଭିମାନିନୀ ମହାଲକ୍ଷ୍ମୀଙ୍କୁ ରସଗୋଲା ଖୁଆଇ ମାନଭଞ୍ଜନ କରିବାର ପରମ୍ପରା ରହିଥିବାରୁ ଏହି ବଳିଷ୍ଠ ପ୍ରମାଣ ସହ ରସଗୋଲା ଦିବସ ପାଳନ କରାଯାଉଛି।

Rasgula
ରସଗୋଲାର ଉତ୍ପତିକୁ ନେଇ ଓଡ଼ିଶା-ପଶ୍ଚିମବଙ୍ଗ ଭିତରେ ବିବାଦ ଲାଗି ରହିଛି। ତେବେ ଐତିହାସିକ ଓ ଗବେଷକଙ୍କ ମତରେ ଦ୍ୱାଦଶ ଶତାବ୍ଦୀରୁ ଶ୍ରୀମନ୍ଦିରରେ ରସଗୋଲା ଭୋଗ ଲାଗି ହେଉଥିବାର ପରମ୍ପରା ରହି ଆସିଛି। ରସଗୋଲା ଦିବସର ପ୍ରଚାର ଓ ପ୍ରସାର ଲାଗି ବିଭିନ୍ନ ସ୍ଥାନରେ ବିଶେଷ ଆୟୋଜନ ମଧ୍ୟ ହେଉଛି।

ରସଗୋଲା ଦିବସ ଅବସରରେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ବାଲୁକା କଳା ନିର୍ମାଣ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story