ଦିଲ୍ଲୀରେ ଆରମ୍ଭ ହେଲା ‘ଓଡ଼ିଶା ପର୍ବ’

ନୂଆଦିଲ୍ଲୀ: ଦିଲ୍ଲୀର ଇଣ୍ଡିଆ ଗେଟ୍ ଲନ୍‌ରେ ଆରମ୍ଭ ହୋଇଛି ‘ଓଡିଶା ପର୍ବ’। ଆଜି ସନ୍ଧ୍ୟାରେ ଆୟୋଜିତ କାର୍ଯ୍ୟକ୍ରମରେ କେନ୍ଦ୍ର ଅର୍ଥମନ୍ତ୍ରୀ ଅରୁଣ ଜେଟ୍‌ଲୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଥିଲେ। ସୁପ୍ରିମ୍‌କୋର୍ଟ ବିଚାରପତି ଜଷ୍ଟିସ୍ ଦୀପକ ମିଶ୍ର ଏବଂ ପେଟ୍ରୋଲିୟମ୍ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅତିଥି ଭାବେ ଯୋଗ ଦେଇଥିଲେ। ରାଜ୍ୟର କଳା, ସଂସ୍କୃତି, ଇତିହାସ ଓ ପରମ୍ପରାକୁ ବିଶ୍ୱ ଦରବାରରେ ପହଞ୍ଚାଇବା ଉଦ୍ଦେଶ୍ୟରେ ରାଜଧାନୀରେ ହୋଇଛି ଏହି ଓଡ଼ିଆ ପର୍ବ। ତିନିଦିନ ଧରି ଚାଲିବାକୁ […]

odisha

odisha

Rakesh Mallick
  • Published: Saturday, 29 April 2017
  • Updated: 29 April 2017, 10:35 PM IST

Sports

Latest News

ନୂଆଦିଲ୍ଲୀ: ଦିଲ୍ଲୀର ଇଣ୍ଡିଆ ଗେଟ୍ ଲନ୍‌ରେ ଆରମ୍ଭ ହୋଇଛି ‘ଓଡିଶା ପର୍ବ’। ଆଜି ସନ୍ଧ୍ୟାରେ ଆୟୋଜିତ କାର୍ଯ୍ୟକ୍ରମରେ କେନ୍ଦ୍ର ଅର୍ଥମନ୍ତ୍ରୀ ଅରୁଣ ଜେଟ୍‌ଲୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଥିଲେ। ସୁପ୍ରିମ୍‌କୋର୍ଟ ବିଚାରପତି ଜଷ୍ଟିସ୍ ଦୀପକ ମିଶ୍ର ଏବଂ ପେଟ୍ରୋଲିୟମ୍ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅତିଥି ଭାବେ ଯୋଗ ଦେଇଥିଲେ।

ରାଜ୍ୟର କଳା, ସଂସ୍କୃତି, ଇତିହାସ ଓ ପରମ୍ପରାକୁ ବିଶ୍ୱ ଦରବାରରେ ପହଞ୍ଚାଇବା ଉଦ୍ଦେଶ୍ୟରେ ରାଜଧାନୀରେ ହୋଇଛି ଏହି ଓଡ଼ିଆ ପର୍ବ। ତିନିଦିନ ଧରି ଚାଲିବାକୁ ଥିବା ଏହି କାର୍ଯ୍ୟକ୍ରମରେ ଖଣ୍ଡଗିରି ଗୁମ୍ଫାଠାରୁ ଆରମ୍ଭ କରି ପୁରୀ ରଥଯାତ୍ରା ଭଳି ଐତିହ୍ୟ ଏବଂ ସାଂସ୍କୃତିକ ପରମ୍ପରାର ଝଲକ ଦେଖିବାକୁ ମିଳିଛି। ବିଶେଷ କରି ଦର୍ଶକଙ୍କୁ ଆକୃଷ୍ଟ କରୁଛି ପିପିଲି ଚାନ୍ଦୁଆର ତୋରଣ।

ଦିଲ୍ଲୀ ଓଡ଼ିଆ ସମାଜ ପକ୍ଷରୁ ଏହି ପର୍ବର ଆୟୋଜନ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story