ଅଭିଯୁକ୍ତଙ୍କ ସହିତ ସେଲ୍‌ଫି ଉଠାଇ ସସ୍‌ପେଣ୍ଡ ହେଲେ ଆଇଆଇସି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):  ଜଣେ ହତ୍ୟା ଅଭିଯୁକ୍ତଙ୍କ ସହ ସେଲ୍‌ଫି ଉଠାଇବା ଚନ୍ଦ୍ରଭାଗା ସାମୁଦ୍ରିକ ଥାନା ଆଇଆଇସି ବୁଲୁ ମୁଣ୍ଡାଙ୍କ ପାଇଁ ମହଙ୍ଗା ପଡ଼ିଛି। ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ପୁଲିସ ଡିଜି ବି.କେ ଶର୍ମା ତାଙ୍କୁ ଆଜି ସସ୍‌ପେଣ୍ଡ କରିଛନ୍ତି। ଅଶୋଭନୀୟ ଆଚରଣ ପାଇଁ ତାଙ୍କ ବିରୋଧରେ ଏପରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଗତ ୫ ତାରିଖରେ ପୁରୀ ଜିଲ୍ଲା ଅସ୍ତରଙ୍ଗ ଆଳସାହି ଛକରେ ସାଧୁ ସ୍ୱାଇଁ ଓ ତାଙ୍କ ପୁଅ ଦିଲୀପଙ୍କ ଉପରେ […]

puri-1.1

puri-1.1

Manoranjan Sial
  • Published: Tuesday, 15 October 2019
  • Updated: 16 October 2019, 08:20 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):  ଜଣେ ହତ୍ୟା ଅଭିଯୁକ୍ତଙ୍କ ସହ ସେଲ୍‌ଫି ଉଠାଇବା ଚନ୍ଦ୍ରଭାଗା ସାମୁଦ୍ରିକ ଥାନା ଆଇଆଇସି ବୁଲୁ ମୁଣ୍ଡାଙ୍କ ପାଇଁ ମହଙ୍ଗା ପଡ଼ିଛି। ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ପୁଲିସ ଡିଜି ବି.କେ ଶର୍ମା ତାଙ୍କୁ ଆଜି ସସ୍‌ପେଣ୍ଡ କରିଛନ୍ତି। ଅଶୋଭନୀୟ ଆଚରଣ ପାଇଁ ତାଙ୍କ ବିରୋଧରେ ଏପରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।

ଗତ ୫ ତାରିଖରେ ପୁରୀ ଜିଲ୍ଲା ଅସ୍ତରଙ୍ଗ ଆଳସାହି ଛକରେ ସାଧୁ ସ୍ୱାଇଁ ଓ ତାଙ୍କ ପୁଅ ଦିଲୀପଙ୍କ ଉପରେ ସଂଘବଦ୍ଧ ଆକ୍ରମଣ ହୋଇଥିଲା। ଫଳରେ ଦିଲୀପଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ବାପା ଗୁରୁତର ଭାବେ ଆହତ ହୋଇଥିଲେ। ଏଥିସହ ଦିଲୀପଙ୍କ ଜଣେ ସାଙ୍ଗ ବିପିନ ମୁଦୁଲି ମଧ୍ୟ ଗୁରୁତର ଆହତ ହୋଇଥିଲେ। ଏହି ଘଟଣାରେ ପୁଲିସ୍ ୩ ଜଣଙ୍କୁ ଗିରଫ କରିଥିଲା। ତେବେ ଘଟଣାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ରାଧା ମୋହନ ବିଶ୍ୱାଳ ଓରଫ ମୁନ୍ନା ଫେରାର ଥିଲା।

ଅସ୍ତରଙ୍ଗ ପୁଲିସ୍‌ ମୁନ୍ନାକୁ ଖୋଜୁଥିବା ବେଳେ ଗତକାଲି ଚନ୍ଦ୍ରଭାଗା ସାମୁଦ୍ରିକ ଥାନା ପୁଲିସ୍‌ ତାକୁ ଗିରଫ କରିଥିଲା। ଗିରଫ କରିବା ପରେ ଚନ୍ଦ୍ରଭାଗା ପୁଲିସ୍‌ ତାକୁ ନିମାପଡ଼ା ଥାନାକୁ ଆଣିଥିଲା। ସେହି ସମୟରେ ଗାଡ଼ି ଭିତରେ ଆଇଆଇସି ବୁଲୁ ମୁଣ୍ଡା ତା’ ସହିତ ସେଲ୍‌ଫି ଉଠାଇଥିଲେ। ଆଉ ଏହା ସୋଶାଲ୍ ମିଡିଆରେ ଭାଇରାଲ୍‌ ହେବା ପରେ ଆଇଆଇସି ଚର୍ଚ୍ଚାକୁ ଆସିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story