ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ୮୦ ବର୍ଷ ପୂର୍ତ୍ତି ଉପଲକ୍ଷେ ଲୋଗୋ ଉନ୍ମୋଚିତ

ଭୁବନେଶ୍ୱର: ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ୮୦ ବର୍ଷ ପୂର୍ତ୍ତି ଉପଲକ୍ଷେ ଉତ୍କଳ ଦିବସ ପାଳନର ଦିନକ ପୂର୍ବରୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ସ୍ମାରକୀ ଲୋଗୋ ଉନ୍ମୋଚନ କରିଛନ୍ତି। ସଚିବାଳୟରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଏହି ଲୋଗୋ ଉନ୍ମୋଚନ କରିଛନ୍ତି। ଏହା ପ୍ରତ୍ୟେକ ସରକାରୀ ଅଫିସ ଓ ସମସ୍ତ ସରକାରୀ କାର୍ଯ୍ୟକ୍ରମରେ ବର୍ଷ ତମାମ ବ୍ୟବହାର କରାଯିବ। ଏହି ଅବସରରେ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ, ରାଜ୍ୟ ମନ୍ତ୍ରୀ ମଣ୍ଡଳର ସଦସ୍ୟ, […]

logo

logo

Rakesh Mallick
  • Published: Thursday, 31 March 2016
  • Updated: 31 March 2016, 03:38 PM IST

Sports

Latest News

ଭୁବନେଶ୍ୱର: ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ୮୦ ବର୍ଷ ପୂର୍ତ୍ତି ଉପଲକ୍ଷେ ଉତ୍କଳ ଦିବସ ପାଳନର ଦିନକ ପୂର୍ବରୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ସ୍ମାରକୀ ଲୋଗୋ ଉନ୍ମୋଚନ କରିଛନ୍ତି। ସଚିବାଳୟରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଏହି ଲୋଗୋ ଉନ୍ମୋଚନ କରିଛନ୍ତି। ଏହା ପ୍ରତ୍ୟେକ ସରକାରୀ ଅଫିସ ଓ ସମସ୍ତ ସରକାରୀ କାର୍ଯ୍ୟକ୍ରମରେ ବର୍ଷ ତମାମ ବ୍ୟବହାର କରାଯିବ। ଏହି ଅବସରରେ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ, ରାଜ୍ୟ ମନ୍ତ୍ରୀ ମଣ୍ଡଳର ସଦସ୍ୟ, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର ପ୍ରମୁଖ ଉପସ୍ଥିତ ଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story