ପୁରୀ(ଓଡ଼ିଶା ରିପୋର୍ଟର): ପର୍ଯ୍ୟଟନ ସହର ପୁରୀର ଦୃଶ୍ୟପଟ ପରିବର୍ତ୍ତନ ପାଇଁ ରାଜ୍ୟ ସରକାର କରିଥିବା ଯୋଜନା ଓ ଘୋଷଣା ନେଇ ପ୍ରତିକ୍ରିୟା ରଖିଛନ୍ତି ଗଜପତି ମହାରାଜ ଦିବ୍ୟସିଂହ ଦେବ।
ଶ୍ରୀକ୍ଷେତ୍ରର ଉନ୍ନୟନ ପାଇଁ ସରକାରଙ୍କ ଘୋଷଣାକୁ ସେ ସ୍ୱାଗତ କରିଛନ୍ତି। ତେବେ ଏହି କ୍ଷେତ୍ରର ମହାନ ଆଧ୍ୟାତ୍ମିକ, ଧାର୍ମିକ ତଥା ସାଂସ୍କୃତିକ ଐତିହ୍ୟ, ପରମ୍ପରାକୁ ଦୃଷ୍ଟିରେ ରଖି କାମ କରିବା ଆବଶ୍ୟକ ବୋଲି ମତ ରଖିଛନ୍ତି।
ଶ୍ରୀନଅର ପକ୍ଷରୁ ଜାରି ଏକ ପ୍ରେସ୍ ବିବୃତ୍ତି ଜରିଆରେ ଏହି ମହତ କାର୍ଯ୍ୟରେ ସମସ୍ତ ଜଗନ୍ନାଥପ୍ରେମୀ ଭକ୍ତଜନ ସହଯୋଗ କରିବା ନିମନ୍ତେ ସେ ନିବେଦନ କରିଛନ୍ତି। ଏହାସହ ଜଗନ୍ନାଥଙ୍କ କୃପାରୁ ଏହି ଉନ୍ନୟନମୂଳକ କାର୍ଯ୍ୟର ସଫଳ ରୂପାୟନ ମଧ୍ୟ କାମନା କରିଛନ୍ତି ଗଜପତି ମହାରାଜ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ନୂଆ ବର୍ଷରେ ସିସିଟିଭି ନଜରରେ ରହିବ ଶ୍ରୀକ୍ଷେତ୍ର, ଜଗିବେ ୬୦ ପ୍ଲାଟୁନ୍ ଫୋର୍ସ
ଡିସେମ୍ବର ୩୧ ତାରିଖଠୁ ନୂଆବର୍ଷ ପର୍ଯ୍ୟନ୍ତ ପ୍ରବଳ ଭିଡ଼ ଆଶଙ୍କାରେ ପୁରୀରେ ଟ୍ରାଫିକ୍ କଟକଣା ଜାରି କରାଯାଇଛି ।
Miscellaneous
ଲୋକଙ୍କ ପାଇଁ ଆସିଥିଲା, ରାସ୍ତାକଡ଼ରୁ ମିଳିଲା ପୁଳା ପୁଳା ମେଡିସିନ
ଲୋକଙ୍କୁ ବିନା ଖର୍ଚ୍ଚରେ ରୋଗ କବଳରୁ ମୁକୁଳାଇବାକୁ ସରକାର ପାଣି ପରି ଟଙ୍କା ଖର୍ଚ୍ଚ କରୁଛନ୍ତି । ମାତ୍ର ଏହି ମେଡିସିନ ଲୋକେ ଖାଇବା ବଦଳରେ ରାସ୍ତା କଡ଼ରେ ଫୋପଡ଼ା ଯାଉଛି।
Crime
ତୋରଣ ପୋତାକୁ ନେଇ ବିଜେପି- ବିଜେଡି ମୁହାଁମୁହିଁ, ୧୬୩ ଧାରା ଲାଗୁ
ନୂଆବର୍ଷ ତୋରଣ ପୋତାକୁ ନେଇ ବିବାଦ। ବିବାଦ ଉଗ୍ର ରୂପ ନେବାରୁ ଦେଖାଦେଲା ଉତ୍ତେଜନା ଓ ଛକାପଞ୍ଝା। ବିଜେଡି ଓ ବିଜେପି କର୍ମୀ ମୁହାଁମୁହିଁ ହେବା ପରେ ଜାରି ହେଲା ଧାରା ୧୬୩।
Crime
ରାତିରେ କଥା କଟାକଟି, ସକାଳୁ ରେଳ ଧାରଣାରୁ ମିଳିଲା ମହିଳାଙ୍କ ଖଣ୍ଡବିଖଣ୍ଡିତ ମୃତଦେହ
ସ୍ୱାମୀଙ୍କ ସହ କଥା କଟାକଟି ଅତିଷ୍ଠ କଲା। ତେଣୁ ଘର ସଂସାରର ମୋହ ବି ତୁଛ ଲାଗିଲା। ଏପରି ସମୟରେ ବଞ୍ଚିବାଠୁ ମରିବାକୁ ଶ୍ରେୟକର ଭାବି ରାତି ଅଧରେ ଘର ଛାଡ଼ିଲେ ମହିଳା।
Accident
ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇ ଜଳିଗଲା, ଡ୍ରାଇଭର ଜୀବନ୍ତ ଦଗ୍ଧ
ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇ ଲାଗି ଯାଇଛି ନିଆଁ। ଏହି ନିଆଁରେ ଜଣେ ଟ୍ରକ୍ ଚାଳକ ଜୀବନ୍ତ ଦଗ୍ଧ ହୋଇ ଯାଇଥିବା ବେଳେ ଆଉ ଜଣେ ଡ୍ରାଇଭରଙ୍କ ପତ୍ତା ମିଳୁନି।