୨୦୧୨ ମସିହାରେ ଗଣମାଧ୍ୟମରେ ଏଭଳି ରିପୋର୍ଟ ପ୍ରକାଶ ପାଉଥିଲା। ବିଦେଶୀ ପୁଞ୍ଜି ଆକର୍ଷଣରେ ଓଡ଼ିଶା ଥିଲା ୧ ନମ୍ବର। ଓଡ଼ିଶା ପଛକୁ ଥିଲେ ଆନ୍ଧ୍ରପ୍ରଦେଶ ଓ ଗୁଜରାଟ। ହେଲେ ଏବେ ସମୟ ବଦଳିଯାଇଛି। ପାରାଦୀପରୁ ୫୧ ହଜାର କୋଟି ଟଙ୍କାର ଇସ୍ପାତ ପ୍ରକଳ୍ପରୁ ଓହରିଯାଇଛି ଦକ୍ଷିଣ କୋରିଆର ପସ୍କୋ। ସେହିଭଳି କେନ୍ଦୁଝରରେ ୪୦ ହଜାର କୋଟି ଟଙ୍କାର ଇସ୍ପାତ କାରଖାନା ପ୍ରକଳ୍ପରୁ ଓହରିଯାଇଛି ଆର୍ସେଲର ମିତ୍ତଲ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଧୂର୍ତ୍ତ ASI: ଗ୍ରାମରକ୍ଷୀଙ୍କୁ ଫସାଇ ଭିଜିଲାନ୍ସ ପଞ୍ଝାରୁ ମାରିଲେ ଚମ୍ପଟ
ଭିଜିଲାନ୍ସ ଗ୍ରାମରକ୍ଷୀ ଶ୍ରୀମୁଖ ବାଗଙ୍କୁ ଅଟକ ରଖିବା ସହ ASIଙ୍କୁ ଖୋଜୁଛି ଭିଜିଲାନ୍ସ।
Accident
ଇଭି ଶୋ' ରୁମରେ ଭୟାବହ ଅଗ୍ନିକାଣ୍ଡ; ଜଳିଗଲା ଏକାଧିକ ଗାଡ଼ି
ସର୍ଟସର୍କିଟରୁ ଶୋ' ରୁମରେ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି।
Weather
ପଶ୍ଚିମା ଝଡ଼ ପ୍ରଭାବ; କାଲିଠୁ ପୁଣି ଛେଚିବ
ଉତ୍ତର ତଥା ଉତ୍ତର ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।