ଆଜି ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର: ଆଜି ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସୁଥିବା ବୈଠକରେ ଗୋଟିଏ ଦୁଇଟି ବିଭାଗକୁ ଅନ୍ୟ ବିଭାଗରେ ମିଶ୍ରଣ ନେଇ ସାଧାରଣ ପ୍ରଶାସନ ବିଭାଗର ପ୍ରସ୍ତାବ ଉପରେ ଆଲୋଚନା ହୋଇପାରେ। ଏହା ବ୍ୟତୀତ ସାଧାରଣ ପ୍ରଶାସନ, ଅଭିଯୋଗ ଓ ପେନ୍‌ସନ୍‌ ପ୍ରଶାସନ, ପଞ୍ଚାୟତିରାଜ ଏବଂ ଗ୍ରାମ୍ୟ ଉନ୍ନୟନ ବିଭାଗର କିଛି ପ୍ରସ୍ତାବ ଉପରେ ମଧ୍ୟ ଆଲୋଚନା ହୋଇପାରେ। ସେହିପରି ରାଜ୍ୟରେ ପାନୀୟଜଳ ଯୋଗାଣ ବ୍ୟବସ୍ଥାରେ ନୂତନ ନିୟମ କାର୍ଯ୍ୟକାରୀ କରିବାକୁ […]

Naveen-naxal

Naveen-naxal

Rakesh Mallick
  • Published: Wednesday, 05 April 2017
  • Updated: 05 April 2017, 10:06 AM IST

Sports

Latest News

ଭୁବନେଶ୍ୱର: ଆଜି ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସୁଥିବା ବୈଠକରେ ଗୋଟିଏ ଦୁଇଟି ବିଭାଗକୁ ଅନ୍ୟ ବିଭାଗରେ ମିଶ୍ରଣ ନେଇ ସାଧାରଣ ପ୍ରଶାସନ ବିଭାଗର ପ୍ରସ୍ତାବ ଉପରେ ଆଲୋଚନା ହୋଇପାରେ। ଏହା ବ୍ୟତୀତ ସାଧାରଣ ପ୍ରଶାସନ, ଅଭିଯୋଗ ଓ ପେନ୍‌ସନ୍‌ ପ୍ରଶାସନ, ପଞ୍ଚାୟତିରାଜ ଏବଂ ଗ୍ରାମ୍ୟ ଉନ୍ନୟନ ବିଭାଗର କିଛି ପ୍ରସ୍ତାବ ଉପରେ ମଧ୍ୟ ଆଲୋଚନା ହୋଇପାରେ। ସେହିପରି ରାଜ୍ୟରେ ପାନୀୟଜଳ ଯୋଗାଣ ବ୍ୟବସ୍ଥାରେ ନୂତନ ନିୟମ କାର୍ଯ୍ୟକାରୀ କରିବାକୁ କ୍ୟାବିନେଟ୍‌ରେ ଆଲୋଚନା ହେବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos