ଆଜି ଓଡ଼ିଶା ବନ୍ଦ, ରାସ୍ତାକୁ ଓହ୍ଲାଇଲେ ବାମ ଦଳ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ତୈଳ ଦର ସାଙ୍ଗକୁ ଅତ୍ୟାବଶ୍ୟକ ଜିନିଷର ଦରବୃଦ୍ଧି ପ୍ରତିବାଦରେ ବାମ ଦଳ ପକ୍ଷରୁ ଆଜି ଓଡିଶା ବନ୍ଦ ଡାକରା ଦିଆଯାଇଛି । ସିପିଆଇ, ସିପିଆଇଏମ, ସିପିଆଇଏମଏଲ ଏବଂ ଫରଓ୍ୱାର୍ଡ଼ ବ୍ଳକ୍ ଆଦି ୪ଟି ବାମ ଦଳ ପକ୍ଷରୁ  ଆଜି ସକାଳ ୬ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ୬ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଏହି ସମୟରେ ଗାଡ଼ି ମୋଟର ଏବଂ ଦୋକାନ ବଜାର ବନ୍ଦ ରଖିବାକୁ ଲୋକଙ୍କୁ ଅନୁରୋଧ କରାଯାଇଛି  । ଉଭୟ […]

strike

strike

Niharika Rout
  • Published: Thursday, 15 July 2021
  • Updated: 15 July 2021, 07:48 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ତୈଳ ଦର ସାଙ୍ଗକୁ ଅତ୍ୟାବଶ୍ୟକ ଜିନିଷର ଦରବୃଦ୍ଧି ପ୍ରତିବାଦରେ ବାମ ଦଳ ପକ୍ଷରୁ ଆଜି ଓଡିଶା ବନ୍ଦ ଡାକରା ଦିଆଯାଇଛି । ସିପିଆଇ, ସିପିଆଇଏମ, ସିପିଆଇଏମଏଲ ଏବଂ ଫରଓ୍ୱାର୍ଡ଼ ବ୍ଳକ୍ ଆଦି ୪ଟି ବାମ ଦଳ ପକ୍ଷରୁ  ଆଜି ସକାଳ ୬ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ୬ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି।

ଏହି ସମୟରେ ଗାଡ଼ି ମୋଟର ଏବଂ ଦୋକାନ ବଜାର ବନ୍ଦ ରଖିବାକୁ ଲୋକଙ୍କୁ ଅନୁରୋଧ କରାଯାଇଛି  । ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ବିରୋଧରେ ଏହି ପ୍ରତିବାଦ କରାଯାଉଛି  ।  ସେପଟେ ଏହି ବନ୍ଦକୁ କଂଗ୍ରେସ ସମର୍ଥନ କରିବ ବୋଲି ଘୋଷଣା କରି ସାରିଛି ।

ଆଜି ସକାଳୁ ସକାଳୁ ଭୁବନେଶ୍ୱର ରେଳଷ୍ଟେସନରେ ବାମ ଦଳ କର୍ମୀ ରେଳରୋକ କରିଛନ୍ତି  । ବନ୍ଦ ସମୟରେ ଦୋକାନ ବଜାର, ଗାଡ଼ି ଚଳାଚଳ, ରେଳ ଚଳାଚଳ, ସରକାରୀ କାର୍ଯ୍ୟାଳୟ, ବ୍ୟାଙ୍କ ଓ ପେଟ୍ରୋଲ ପମ୍ପ ଆଦି ପ୍ରଭାବିତ ହେବାକୁ ଥିବାରୁ ଏଥିପ୍ରତି ଆବଶ୍ୟକ ପଦକ୍ଷେପ ନେବାକୁ ଜିଲ୍ଲା ପ୍ରଶାସନଙ୍କୁ ଅବଗତ କରିଛନ୍ତି  ରାଜ୍ୟ ସରକାରଙ୍କ ସ୍ୱତନ୍ତ୍ର ସଚିବ ସନ୍ତୋଷ ବାଲା ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story