ଏଥର ଦିଲ୍ଲୀରେ ଗଡ଼ିବ ଗଜେନ୍ଦ୍ରଙ୍କ ରୁକୁଣା ରଥ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦିଲ୍ଲୀ ଗଣତନ୍ତ୍ର ଦିବସ ଉତ୍ସବ ସମାରୋହରେ ଏଥର ପୁଣି ଦେଖିବାକୁ ମିଳିବ ଓଡ଼ିଶାର ପଜ୍ଞାପନ ମେଢ଼। ମୋଟ୍ ୨୨ ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନ ପାଇଁ ଅନୁମତି ମିଳିଥିବାବେଳେ ୧୧ ନମ୍ବର ସ୍ଥାନରେ ରହିଛି ଓଡ଼ିଶା। ଏଥର ପ୍ରଜ୍ଞାପନ ମେଢ଼ରେ ଦେଖିବାକୁ ମିଳିବ ଓଡ଼ିଆ ସ୍ଥାପତ୍ୟର ଅନ୍ୟତମ ନିଦର୍ଶନ ପ୍ରଭୁ ଲିଙ୍ଗରାଜ ମନ୍ଦିର ସହ ଗଭୀର ସଂପର୍କ ରଖୁଥିବା ଅଶୋକାଷ୍ଟମୀର ରୁକୁଣା ରଥ ପ୍ରତିକୃତି। ଏହି ରଥ ଉପରେ ୮ଜଣ ନୃତ୍ୟଶିଳ୍ପୀ ଓଡ଼ିଶୀ ଛନ୍ଦରେ ଓ […]

m-908

m-908

Tapas Behera
  • Published: Wednesday, 22 January 2020
  • Updated: 22 January 2020, 04:17 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦିଲ୍ଲୀ ଗଣତନ୍ତ୍ର ଦିବସ ଉତ୍ସବ ସମାରୋହରେ ଏଥର ପୁଣି ଦେଖିବାକୁ ମିଳିବ ଓଡ଼ିଶାର ପଜ୍ଞାପନ ମେଢ଼। ମୋଟ୍ ୨୨ ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନ ପାଇଁ ଅନୁମତି ମିଳିଥିବାବେଳେ ୧୧ ନମ୍ବର ସ୍ଥାନରେ ରହିଛି ଓଡ଼ିଶା। ଏଥର ପ୍ରଜ୍ଞାପନ ମେଢ଼ରେ ଦେଖିବାକୁ ମିଳିବ ଓଡ଼ିଆ ସ୍ଥାପତ୍ୟର ଅନ୍ୟତମ ନିଦର୍ଶନ ପ୍ରଭୁ ଲିଙ୍ଗରାଜ ମନ୍ଦିର ସହ ଗଭୀର ସଂପର୍କ ରଖୁଥିବା ଅଶୋକାଷ୍ଟମୀର ରୁକୁଣା ରଥ ପ୍ରତିକୃତି।

ଏହି ରଥ ଉପରେ ୮ଜଣ ନୃତ୍ୟଶିଳ୍ପୀ ଓଡ଼ିଶୀ ଛନ୍ଦରେ ଓ ମେଢ଼ ଚାରିପାଖେ ୨୦ଜଣ ଶିଳ୍ପୀ ଓଡ଼ିଶୀ ନୃତ୍ୟ ପରିବେଷଣ କରିବେ। ଏହି ମେଢ଼ର ପରିକଳ୍ପନା କରିଛନ୍ତି ବିଶିଷ୍ଟ ଚିତ୍ରଶିଳ୍ପୀ ଗଜେନ୍ଦ୍ର ପ୍ରସାଦ ସାହୁ। ରାଜ୍ୟ ସରକାରଙ୍କ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ୧୫ଟି ଡିଜାଇନ୍ ପଠାଯାଇଥିଲା। ଯେଉଁଥିରୁ ଗଜେନ୍ଦ୍ରଙ୍କ ଡିଜାଇନ୍ ଯୋଗ୍ୟ ବିବେଚିତ ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story