ଡ୍ରପ୍‌ଆଉଟ୍‌ ରୋକିବାକୁ ଅପଗ୍ରେଡ୍‌ ହେବ ୧୦୦ ହାଇସ୍କୁଲ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଡ୍ରପ୍‌ ଆଉଟ୍‌ ରୋକିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ କରିବ। ଆସନ୍ତା ଶିକ୍ଷାବର୍ଷରୁ ୧୦୦ଟି ହାଇସ୍କୁଲକୁ ଅପଗ୍ରେଡ୍‌ କରିବ। ଯେଉଁସବୁ ବ୍ଲକରେ +2 କଲେଜ ନାହିଁ, ସେଠାରେ ହାଇସ୍କୁଲକୁ ଅପଗ୍ରେଡ୍‌ କରାଯିବ। ଏନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ। ସେ କହିଛନ୍ତି, ମାଟ୍ରିକ ପାସ୍‌ ପରେ +2 କଲେଜ ନଥିବାରୁ ପିଲାଏ ପାଠ ଛାଡୁଛନ୍ତି। ଏଭଳି ପଦକ୍ଷେପ ପରେ ଝିଅ ପିଲା ଉପକୃତ […]

Samir Ranjan Dash

Samir Ranjan Dash

Manoranjan Sial
  • Published: Wednesday, 03 August 2022
  • Updated: 03 August 2022, 03:39 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଡ୍ରପ୍‌ ଆଉଟ୍‌ ରୋକିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ କରିବ। ଆସନ୍ତା ଶିକ୍ଷାବର୍ଷରୁ ୧୦୦ଟି ହାଇସ୍କୁଲକୁ ଅପଗ୍ରେଡ୍‌ କରିବ। ଯେଉଁସବୁ ବ୍ଲକରେ +2 କଲେଜ ନାହିଁ, ସେଠାରେ ହାଇସ୍କୁଲକୁ ଅପଗ୍ରେଡ୍‌ କରାଯିବ। ଏନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ।

ସେ କହିଛନ୍ତି, ମାଟ୍ରିକ ପାସ୍‌ ପରେ +2 କଲେଜ ନଥିବାରୁ ପିଲାଏ ପାଠ ଛାଡୁଛନ୍ତି। ଏଭଳି ପଦକ୍ଷେପ ପରେ ଝିଅ ପିଲା ଉପକୃତ ହେବେ ବୋଲି ମନ୍ତ୍ରୀ କହିଛନ୍ତି।

ସୂଚନାରୁ ପ୍ରକାଶ, ଆଦିବାସୀ ଅଧ୍ୟୁଷିତ ଓ ଦୁର୍ଗମ ଅଞ୍ଚଳରେ ବହୁ ଦୂରରେ କଲେଜ ରହିଛି। ତେଣୁ ମାଟ୍ରିକ୍‌ ପାସ୍‌ ପରେ ଏତେ ଦୂର ଯାଇ ପାଠ ପଢ଼ିବା କାଠିକର ପାଠ ହେଉଛି। ଯେଉଁଥିପାଇଁ ପିଲାମାନେ ପାଠ ପଢ଼ା ଛାଡ଼ୁଛନ୍ତି। ଏଥିରେ ଛାତ୍ରୀମାନେ ବେଶୀ ପ୍ରଭାବିତ ହେଉଛନ୍ତି। ଅଧାରୁ ପାଠ ପଢ଼ା ଛାଡ଼ି ନିଜକୁ ଘର କାମରେ ନିୟୋଜିତ କରୁଛନ୍ତି। ଏଥିରେ ବ୍ରେକ୍‌ ଲଗାଇବା ପାଇଁ ହାଇସ୍କୁଲକୁ ଅପ୍‌ଗ୍ରେଡେସନ୍‌ କରିବାକୁ ରାଜ୍ୟ ସରକାର ଯୋଜନା କରୁଥିବା ଜଣାପଡ଼ିଛି। ଏହାଦ୍ୱାରା  ଡ୍ରପ୍‌ ଆଉଟ୍‌ କମିବ ବୋଲି ଆଶା କରାଯାଇଛି। ରାଜ୍ୟ ସରକାରଙ୍କ ଏହି ବ୍ୟବସ୍ଥା ଦ୍ୱାରା ପିଲାମାନେ କେତେ ଲାଭବାନ ହେଉଛନ୍ତତ, ତାହା ସମୟ କହିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story