Advertisment

ବାହାନଗା ଟ୍ରାଜେଡିରେ ରିଅଲ ହିରୋ

ବାଲେଶ୍ୱର ଜିଲ୍ଲାର ବାହାନଗାଠାରେ ଭୟାବହ ଟ୍ରେନ ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୨୮୮ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ଏବେ ଉଦ୍ଧାର କାର୍ଯ୍ୟ ସରିଛି। ଚିହ୍ନଟ ହୋଇପାରି ନଥିବା ୧୬୦ ମୃତଦେହକୁ ଭୁବନେଶ୍ୱରକୁ ଅଣାଯାଇଛି।

Advertisment

ବାଲେଶ୍ୱର ଜିଲ୍ଲାର ବାହାନଗାଠାରେ ଭୟାବହ ଟ୍ରେନ ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୨୮୮ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ଏବେ ଉଦ୍ଧାର କାର୍ଯ୍ୟ ସରିଛି। ଚିହ୍ନଟ ହୋଇପାରି ନଥିବା ୧୬୦ ମୃତଦେହକୁ ଭୁବନେଶ୍ୱରକୁ ଅଣାଯାଇଛି। ଏହାସହିତ ଶବ ଚିହ୍ନଟ ପାଇଁ ଆବଶ୍ୟକ ପଡ଼ିଲେ ରାଜ୍ୟ ଫୋରେନ୍ସିକ ଲ୍ୟାବ୍ ଦ୍ୱାରା ଡିଏନଏ ପରୀକ୍ଷା କରାଯିବ ବୋଲି ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଗଣମାଧ୍ୟମକୁ ସୂଚନା ଦେଇ ଏହା କହିଛନ୍ତି । 

Advertisment
Odisha BalasoreTrainAccident
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe