ସିଇଟି ହେଲା ଓଡ଼ିଶା ବୈଷୟିକ ଓ ଗବେଷଣା ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶା ବୈଷୟିକ ଓ ଗବେଷଣା ବିଶ୍ୱବିଦ୍ୟାଳୟ ବିଧେୟକ ଆଜି ବିଧାନସଭାରେ ପାରିତ ହୋଇଛି। ଏହି ବିଲ୍‌ ପାରିତ ହେବା ଦ୍ୱାରା କଲେଜ ଅଫ୍‌ ଇଞ୍ଜିନିୟରି ଆଣ୍ଡ ଟେକ୍ନୋଲୋଜି (ସିଇଟି) ବିଶ୍ୱବିଦ୍ୟାଳୟର ମାନ୍ୟତା ମିଳିଛି। ଏହା ଓଡ଼ିଶା ବୈଷୟିକ ଓ ଗବେଷଣା ବିଶ୍ୱବିଦ୍ୟାଳୟରେ ନାମିତ ହେଲା। ଓଡ଼ିଶା ବୈଷୟିକ ଓ ଗବେଷଣା ବିଶ୍ୱବିଦ୍ୟାଳୟର ଲକ୍ଷ୍ୟ- ବିଜ୍ଞାନର ବିକାଶ କରାଯିବ। ସମାଜର ଉନ୍ନତି ସାଧନ ପାଇଁ ଯାନ୍ତ୍ରିକ ବିଦ୍ୟା, ପ୍ରଯୁକ୍ତି ବିଦ୍ୟା ଏବଂ ତାର ପ୍ରୟୋଗ, ସ୍ଥପିତ […]

CET-College

CET-College

Manoranjan Sial
  • Published: Saturday, 04 September 2021
  • Updated: 04 September 2021, 08:29 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶା ବୈଷୟିକ ଓ ଗବେଷଣା ବିଶ୍ୱବିଦ୍ୟାଳୟ ବିଧେୟକ ଆଜି ବିଧାନସଭାରେ ପାରିତ ହୋଇଛି। ଏହି ବିଲ୍‌ ପାରିତ ହେବା ଦ୍ୱାରା କଲେଜ ଅଫ୍‌ ଇଞ୍ଜିନିୟରି ଆଣ୍ଡ ଟେକ୍ନୋଲୋଜି (ସିଇଟି) ବିଶ୍ୱବିଦ୍ୟାଳୟର ମାନ୍ୟତା ମିଳିଛି। ଏହା ଓଡ଼ିଶା ବୈଷୟିକ ଓ ଗବେଷଣା ବିଶ୍ୱବିଦ୍ୟାଳୟରେ ନାମିତ ହେଲା।

ଓଡ଼ିଶା ବୈଷୟିକ ଓ ଗବେଷଣା ବିଶ୍ୱବିଦ୍ୟାଳୟର ଲକ୍ଷ୍ୟ-

ବିଜ୍ଞାନର ବିକାଶ କରାଯିବ। ସମାଜର ଉନ୍ନତି ସାଧନ ପାଇଁ ଯାନ୍ତ୍ରିକ ବିଦ୍ୟା, ପ୍ରଯୁକ୍ତି ବିଦ୍ୟା ଏବଂ ତାର ପ୍ରୟୋଗ, ସ୍ଥପିତ ବିଦ୍ୟା, ଯୋଜନା, ମ୍ୟାନେଜମେଣ୍ଟ ଓ ପ୍ରାୟୋଗିକ ବିଜ୍ଞାନ କ୍ଷେତ୍ରରେ ଶିକ୍ଷା, ଗବେଷଣା ଓ ତାଲିମକୁ ବିକଶିତ କରାଯିବ।

ଗୋଟିଏ ପକ୍ଷରେ ଶୈକ୍ଷିକ ଓ ଗବେଷକ ଗୋଷ୍ଠୀ ଓ ଅନ୍ୟ ପକ୍ଷରେ ଶିଳ୍ପ ସଂସ୍ଥାମାନଙ୍କ ମଧ୍ୟରେ ପାରସ୍ପରିକ ସହଯୋଗ ଓ ସମ୍ପର୍କ ବୃଦ୍ଧି କରିବା ପାଇଁ ଏକ କେନ୍ଦ୍ର ଭାବେ କାର୍ଯ୍ୟ କରିବ।

ଶିକ୍ଷା ଓ ଗବେଷଣା କ୍ଷେତ୍ରରେ ଅତ୍ୟାଧୁନିକ ବିକାଶ ସମ୍ପର୍କରେ ଅବଗତ ହେବା ଲକ୍ଷ୍ୟରେ ଭାରତ ତଥା ବିଦେଶର ଖ୍ୟାତିସମ୍ପନ୍ନ ଅନୁଷ୍ଠାନ ଗୁଡ଼ିକ ସହ ଅଦାନପ୍ରଦାନ କାର୍ଯ୍ୟକ୍ରମ ସଂଗଠିତ କରାଯିବ।

ବିଶ୍ୱବିଦ୍ୟାଳୟର ଶିକ୍ଷକ ଓ ବିଦ୍ୟାର୍ଥୀମାନଙ୍କ ଗବେଷଣା ଓ ପ୍ରକଳ୍ପ କାର୍ଯ୍ୟକୁ ଉତ୍ସାହିତ ଓ ତ୍ୱରାନ୍ୱିତ କରିବା ପାଇଁ ଏକ ଗବେଷଣା ପାଣ୍ଠି ସୃଷ୍ଟି କରିବା ଓ ତାକୁ ଆଗକୁ ନେବା।

ଗବେଷଣା ପ୍ରକଳ୍ପ ଗୁଡ଼ିକ ପାଇଁ ପ୍ରାୟୋଜକ ହାସଲ କରିବାକୁ ଏବଂ ପ୍ରକଳ୍ପର ସଫଳ ରୂପାୟନ ନିମନ୍ତେ ଅଂଶଗ୍ରହଣକାରୀ ଗବେଷକମାନେ ଯେପରି ସଫଳ ରହିବେ, ସେଥିପାଇଁ ଗବେଷକମାନେ ଏକ ସକ୍ଷମ ଢ଼ାଞ୍ଚା ପ୍ରସ୍ତୁତ କରିବା।

ବିଶ୍ୱବିଦ୍ୟାଳୟର ଶିକ୍ଷକ ଓ ବିଦ୍ୟାର୍ଥୀମାନଙ୍କ ପାଇଁ ଉପଲବ୍ଧ ଗବେଷଣାର ସୁଯୋଗ ଓ ପାଣ୍ଠି ବ୍ୟବସ୍ଥାର ପରିସରକୁ ବୃଦ୍ଧି କରିବା ନିମନ୍ତେ ଜାତୀୟ ତଥା ଆନ୍ତର୍ଜାତୀୟସ୍ତରରେ ବୁଝାମଣା କରିବା।

https://twitter.com/IPR_Odisha/status/1434127218477654016?s=20

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story