ଭୁବନେଶ୍ୱର: ଓଡ଼ିଶା ଉପରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହି ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇପାରେ। ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ବିଶେଷ କରି ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳରୁ ପ୍ରବଳ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଆଜି ଅନେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଗତ ୩୬ ଘଣ୍ଟା ମଧ୍ୟରେ ତାଳଚେରରେ ସର୍ବାଧିକ ୮୧ ମିଲିମିଟର ବର୍ଷା ହୋଇଥିବା ରେକର୍ଡ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଦୁଇ ଶ୍ରମିକଙ୍କୁ ଅପହରଣ କରି ମାଗୁଥିଲେ ଟଙ୍କା, ବନ୍ଧା ହେଲେ ଦୁଇ ଯୁବକ
ଗତ ୫ ତାରିଖ ଦିନ ହାଡିଆପଠାରେ କିଛି ନିଶାସକ୍ତ ଯୁବକଙ୍କ ସହ ସେମାନଙ୍କର ପାଟିତୁଣ୍ଡ ହୋଇଥିଲା। ଏହାପରେ ଯୁବକମାନେ ଦୁଇ ଶ୍ରମିକଙ୍କୁ ଉଠାଇ ନେଇ ଯୋବ୍ରା ଅଞ୍ଚଳର ପରିତ୍ୟକ୍ତ ଘରେ ରଖିଥିଲେ।
Crime
ରାଜଧାନୀରେ ଚାଞ୍ଚଲ୍ୟ; ଚଳନ୍ତା ସ୍କୁଟିରେ ଯାଉଥିବା ଯୁବକଙ୍କୁ ଚୋଟ, ମୁଣ୍ଡ-ଗଣ୍ଡି ଅଲଗା
ଆଜି ସକାଳ ପ୍ରାୟ ୮ଟା ବେଳେ ରସୁଲଗଡ଼ରୁ ବାଣୀବିହାର ଓଭରବ୍ରିଜ ଉପରେ ଜଣେ ଯୁବକ ସ୍କୁଟିରେ ଯାଉଥିଲେ। ଏହି ସମୟରେ ପଛରୁ ଏକ ବାଇକ୍ରେ ଆସିଥିବା ଦୁଇ ଯୁବକ ଚଳନ୍ତା ଗାଡ଼ିରେ ଯାଉଥିବା ଯୁବକଙ୍କୁ ଏକ ମାରଣାସ୍ତ୍ରରେ ଚୋଟ ପକାଇଥିଲେ।
Crime
ପୁଲିସ୍ ମାରିଛି ପୋଷ୍ଟର- ଅଭିଯୁକ୍ତକୁ ଧରାଇ ଦିଅ, ଲକ୍ଷେ ଟଙ୍କା ନିଅ
ସଂପୃକ୍ତ ଅଭିଯୁକ୍ତର ୨ଟି ଫଟୋ ଜାରି କରିଛି ସମ୍ବଲପୁର ପୁଲିସ୍। କୌଣସି ବ୍ୟକ୍ତି ଅଭିଯୁକ୍ତ ସମ୍ପର୍କରେ ସୂଚନା ଦେଲେ ତାଙ୍କୁ ଲକ୍ଷେ ଟଙ୍କା ପୁରସ୍କାର ରାଶି ଦିଆଯିବ ବୋଲି ପୁଲିସ କହିଛି।
Miscellaneous
ଆଜି ଆସୁଛନ୍ତି ପ୍ରଧାନମନ୍ତ୍ରୀ, ରାଜଧାନୀରେ ଜମିଲାଣି ଭିଭିଆଇପିଙ୍କ ଭିଡ଼
। ଆସନ୍ତାକାଲି ଜନତା ମୈଦାନରେ ପ୍ରବାସୀ ଭାରତୀୟ ସମ୍ମେଳନକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିବେ ମୋଦି। ଆସିବା ଆଗରୁ ପ୍ରଧାନମନ୍ତ୍ରୀ ସୋଶାଲ ମିଡ଼ିଆ ଏକ୍ସରେ ଏ ନେଇ ସୂଚନା ଦେଇଛନ୍ତି।
Events & Festivals
ଆଜିଠୁ ପ୍ରବାସୀ ଭାରତୀୟ ସମ୍ମେଳନ, ସ୍ୱାଗତ ପାଇଁ ପ୍ରସ୍ତୁତ ଜନତା ମଇଦାନ
ଆଜି ଯୁବ ସମାବେଶରୁ ଆରମ୍ଭ ହେବ ୩ ଦିନିଆ ସମ୍ମିଳନୀ। ଯାହାକୁ ସମ୍ବୋଧନ କରିବେ ବୈଦେଶିକ ବ୍ୟାପାର ଏବଂ ଯୁବ ବ୍ୟାପାର ମନ୍ତ୍ରୀଙ୍କ ସହ ଓଡ଼ିଶାର ମୁଖ୍ୟମନ୍ତ୍ରୀ।