ଓଡିଶା ଉପରେ ଘୂର୍ଣ୍ଣିବଳୟ: ୪୮ ଘଣ୍ଟା ମଧ୍ୟରେ ନେଇପାରେ ଲଘୁଚାପର ରୂପ

ଭୁବନେଶ୍ୱର: ଓଡ଼ିଶା ଉପରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହି ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇପାରେ। ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ବିଶେଷ କରି ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳରୁ ପ୍ରବଳ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଆଜି ଅନେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଗତ ୩୬ ଘଣ୍ଟା ମଧ୍ୟରେ ତାଳଚେରରେ ସର୍ବାଧିକ […]

cloud

Rakesh Mallick
  • Published: Friday, 17 July 2015
  • , Updated: 17 July 2015, 02:45 AM IST

ଭୁବନେଶ୍ୱର: ଓଡ଼ିଶା ଉପରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହି ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇପାରେ। ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ବିଶେଷ କରି ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳରୁ ପ୍ରବଳ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଆଜି ଅନେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଗତ ୩୬ ଘଣ୍ଟା ମଧ୍ୟରେ ତାଳଚେରରେ ସର୍ବାଧିକ ୮୧ ମିଲିମିଟର ବର୍ଷା ହୋଇଥିବା ରେକର୍ଡ କରାଯାଇଛି।

Related story