ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ଠାରୁ ଦୁଇରୁ ତିନି ଦିନ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ପାଇବ। କେନ୍ଦ୍ର ଓଡ଼ିଶାରେ ୪ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ତାପାମତ୍ରା ହ୍ରାସ ପାଇବ। ସେହିପରି ଉପକୂଳ ଓଡ଼ିଶାରେ ୨ରୁ ୩ ଡିଗ୍ରୀ ମଧ୍ୟରେ ତାପମାତ୍ରା ହ୍ରାସ ପାଇବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ମଦନ ମୋହନ ଦାସ ସୂଚନା ଦେଇଛନ୍ତି।
ସେ କହିଛନ୍ତି, “ଗତକାଲି ଅପେକ୍ଷା ଆଜି କେତେକ ସ୍ଥାନରେ ଏକରୁ ଦୁଇ ଡିଗ୍ରୀ ମଧ୍ୟରେ ତାପମାତ୍ରା ହ୍ରାସ ପାଇଛି। ଫଳରେ ହାଲ୍କା ଶୀତ ଅନୁଭୂତ ହୋଇଛି। ହେଲେ ଆସନ୍ତାକାଲିଠୁ ଦୁଇରୁ ତିନି ଦିନ ପର୍ଯ୍ୟନ୍ତ ଶୀତ ବଢ଼ିବ। ଏଥିସହ ଆସନ୍ତାକାଲି ପର୍ଯ୍ୟନ୍ତ କଟକ, ଖୋର୍ଦ୍ଧା, କେନ୍ଦୁଝର, ଜଗତସିଂହପୁର, ସମ୍ୱଲପୁର, ଅନୁଗୋଳ ଓ ବଲାଙ୍ଗିର ଜିଲ୍ଲାରେ ଘନ କୁହୁଡ଼ି ନେଇ ସତର୍କ ସୂଚନା ଜାରି କରାଯାଇଛି।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।