ପ୍ରଣବ ମୁଖାର୍ଜୀଙ୍କ ମୃତ୍ୟୁରେ ରାଜ୍ୟବ୍ୟାପୀ ୭ଦିନ ଶୋକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭାରତ ରତ୍ନ ତଥା ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ମୃତ୍ୟୁରେ ରାଜ୍ୟରେ ଆଜିଠୁ ସରକାରୀ ଭାବେ ୭ଦିନ ଶୋକ ପାଳନ ହେବ। ଆଜି ଏନେଇ ଗୃହ ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳ, ଏସପି, ଆରଡିସି, ପୁଲିସ କମିଶନର ଓ ବିଭାଗୀୟ ସଚିବମାନଙ୍କୁ ଅବଗତ କରାଯାଇଛି।

ରାଜ୍ୟ ଗୃହ ବିଭାଗ ପକ୍ଷରୁ ଜାରି ସୂଚନା ଅନୁସାରେ, ଦିବଂଗତ ଭାରତ ରତ୍ନ ଶ୍ରୀ ମୁଖାର୍ଜୀଙ୍କ ସମ୍ମାନରେ ରାଜ୍ୟରେ ଅଗଷ୍ଟ ୩୧ରୁ ସେପ୍ଟେମ୍ବର ୬ତାରିଖ ପର୍ଯ୍ୟନ୍ତ ୭ଦିନ ବ୍ୟାପୀ ସରକାରୀ ଶୋକ ପାଳନ ହେବ। ଏହି ସମୟରେ ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟାଳୟରେ ଲାଗିଥିବା ଜାତୀୟ ପତାକା ଅର୍ଦ୍ଧନମିତ ରହିବ। ଏହି ଦିନଗୁଡ଼ିକରେ କୌଣସି ସରକାରୀ ସାଂସ୍କୃତିକ କାର୍ଯ୍ୟକ୍ରମ ହେବ ନାହିଁ।

ସୂଚନାଯୋଗ୍ୟ, ଗତ କିଛଦିନ ଧରି ଅସୁସ୍ଥ ଥିବା ଶ୍ରୀ ମୁଖାର୍ଜୀ ଆଜି ପରଲୋକଗମନ କରିଛନ୍ତି।

ଆହୁରି ପଢ଼ନ୍ତୁ

ସଂସଦ ଢାଞ୍ଚାରେ ବସିବ ବିଧାନସଭା ଅଧିବେଶନ, ବିଧାୟକଙ୍କ ସିଟ୍ ସାମ୍ନାରେ ଲାଗିଛି କାଚ

ଘରୁ ମିଳିଲା ନାବାଳିକାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ

ବିଜୟରୁ ଆଇପିଏଲ୍ ଆରମ୍ଭ କଲା ବିରାଟଙ୍କ ଆରସିବି

କଭି ଖୁସି କଭି ଗମ୍ ହେଉଛି ‘ବିଜେଡି-ବିଜେପି’ ରାଜନୀତି: ନିରଞ୍ଜନ

ଗୃହମନ୍ତ୍ରୀଙ୍କ ସହଯୋଗୀଙ୍କ ବିରୋଧରେ ଏତଲା ଦେଲେ ବିଜେଡି ସଭାନେତ୍ରୀ

ନୀଳାଚଳ ପରିଡ଼ାଙ୍କୁ ଜର୍ସି ଉତ୍ସର୍ଗ କଲେ କ୍ରିସ୍ ମୋରିସ୍

ଆରୋଗ୍ୟ ହେଲେ ୩୭୦୪ କରୋନା ଆକ୍ରାନ୍ତ, ଆଗରେ ଖୋର୍ଦ୍ଧା

ଘରେ ପଶି ବୃଦ୍ଧ ଦମ୍ପତିଙ୍କୁ ହାଣିଲେ

ଭୁବନେଶ୍ୱରରୁ ୩୦୬ କରୋନା ଆକ୍ରାନ୍ତ ଚିହ୍ନଟ, ସେଥିରୁ ୧୮୩ ଲୋକାଲ୍‌ କେସ

ନିଲମ୍ବନ ବିରୋଧରେ ଧାରଣାରେ ଆଠ ସାଂସଦ, ଗୃହ କାର୍ଯ୍ୟ ଠପ୍

ହଂସୁଆରେ ଭାସୁଛି ମାଆର ମୃତଦେହ, ଆଉ ଗାଁ ପୋଖରୀରେ ଝିଅ

ସଂସଦ ପହଞ୍ଚିଲା କାଷ୍ଟିଂ କାଉଚ ମାମଲା, ପାଏଲଙ୍କ ସମର୍ଥନରେ ରୁପା ଗାଙ୍ଗୁଲି