ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ; କାଲିଠୁ ଏହିସବୁ ଜିଲ୍ଲାରେ ବର୍ଷିବ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଜାରି ରହିବ ଲଘୁଚାପ ଜନିତ ବର୍ଷା। ପୂର୍ବ ଲଘୁଚାପ ଦୁର୍ବଳ ହେଇଯାଇଥିଲେ ବି ବଙ୍ଗୋପସାଗରରେ ୧୯ ତାରିଖରୁ ଆଉ ଏକ ଲଘୁଚାପ ଦାନା ବାନ୍ଧୁଥିବାରୁ ଆସନ୍ତାକାଲିରୁ ପୁଣି ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ବିଶେଷଜ୍ଞ ମଦନମୋହନ ଦାଶ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଦାନା ବାନ୍ଧୁଥିବା ଲଘୁଚାପ ପ୍ରଭାବରେ ଆସନ୍ତାକାଲି ରାଜ୍ୟର କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ସେହି ଜିଲ୍ଲା ଗୁଡ଼ିକ […]

rain-umbrella

rain-umbrella

Tapaswini Nayak
  • Published: Monday, 17 August 2020
  • Updated: 17 August 2020, 10:43 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଜାରି ରହିବ ଲଘୁଚାପ ଜନିତ ବର୍ଷା। ପୂର୍ବ ଲଘୁଚାପ ଦୁର୍ବଳ ହେଇଯାଇଥିଲେ ବି ବଙ୍ଗୋପସାଗରରେ ୧୯ ତାରିଖରୁ ଆଉ ଏକ ଲଘୁଚାପ ଦାନା ବାନ୍ଧୁଥିବାରୁ ଆସନ୍ତାକାଲିରୁ ପୁଣି ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ବିଶେଷଜ୍ଞ ମଦନମୋହନ ଦାଶ ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି, ଦାନା ବାନ୍ଧୁଥିବା ଲଘୁଚାପ ପ୍ରଭାବରେ ଆସନ୍ତାକାଲି ରାଜ୍ୟର କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ସେହି ଜିଲ୍ଲା ଗୁଡ଼ିକ ହେଉଛି- ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ। ସେହିପରି ବୁଧବାର ମଧ୍ୟ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ସେହି ଜିଲ୍ଲା ଗୁଡ଼ିକ ହେଉଛି- ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ସମ୍ବଲପୁର, ଦେବଗଡ଼ ଓ ଅନୁଗୋଳ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story