ବିଜେଡି ଜାରି କଲା ୯ ପ୍ରାର୍ଥୀଙ୍କ ତାଲିକା, ଜଗତସିଂହପୁରରୁ ଲଢ଼ିବେ ପ୍ରଶାନ୍ତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଚଳିତ ନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ତାଲିକା ଘୋଷଣା କରିଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ସନ୍ଧ୍ୟା ବେଳେ ୯ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। ବାଲିକୁଦା-ଏରସମା ବିଧାୟକ ପ୍ରଶାନ୍ତ ମୁଦୁଲିଙ୍କୁ ଏଥର ଦଳ ଜଗତସିଂହପୁରରୁ ପ୍ରାର୍ଥୀ କରିଛି। ବିଜେପିରୁ ଆସି ବିଜେଡିରେ ସାମିଲ ହୋଇଥିବା ରଘୁନନ୍ଦନ ଦାସଙ୍କୁ ଦଳ ବାଲିକୁଦା-ଏରସମାରୁ ପ୍ରାର୍ଥୀ କରିଛି। ପିପିଲି ବିଧାନସଭା ଆସନ ପାଇଁ ପୁଣି ଥରେ ପ୍ରଦୀପ ମହାରଥୀଙ୍କୁ ଟିକଟ ମିଳିଛି। ନିମାପଡ଼ାରୁ […]

OdishaElections2019-#Odisha

OdishaElections2019-#Odisha

Manoranjan Sial
  • Published: Sunday, 31 March 2019
  • Updated: 31 March 2019, 09:54 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଚଳିତ ନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ତାଲିକା ଘୋଷଣା କରିଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ସନ୍ଧ୍ୟା ବେଳେ ୯ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। ବାଲିକୁଦା-ଏରସମା ବିଧାୟକ ପ୍ରଶାନ୍ତ ମୁଦୁଲିଙ୍କୁ ଏଥର ଦଳ ଜଗତସିଂହପୁରରୁ ପ୍ରାର୍ଥୀ କରିଛି। ବିଜେପିରୁ ଆସି ବିଜେଡିରେ ସାମିଲ ହୋଇଥିବା ରଘୁନନ୍ଦନ ଦାସଙ୍କୁ ଦଳ ବାଲିକୁଦା-ଏରସମାରୁ ପ୍ରାର୍ଥୀ କରିଛି।

ପିପିଲି ବିଧାନସଭା ଆସନ ପାଇଁ ପୁଣି ଥରେ ପ୍ରଦୀପ ମହାରଥୀଙ୍କୁ ଟିକଟ ମିଳିଛି। ନିମାପଡ଼ାରୁ ସମୀର ଦାଶ, ନିଆଳିରୁ ପ୍ରମୋଦ ମଲ୍ଲିକ, ଆନନ୍ଦପୁରରୁ ଭାଗିରଥୀ ସେଠୀ, ନୀଳଗିରିରୁ ସନ୍ତୋଷ ଖଟୁଆ, କାକଟପୁରରୁ ସୁରେନ୍ଦ୍ର ସେଠୀ ଓ ଧାମନଗରରୁ ରାଜେନ୍ଦ୍ର କୁମାର ଦାସ ପ୍ରାର୍ଥୀ ହୋଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story