ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଚଳିତ ନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ତାଲିକା ଘୋଷଣା କରିଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ସନ୍ଧ୍ୟା ବେଳେ ୯ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। ବାଲିକୁଦା-ଏରସମା ବିଧାୟକ ପ୍ରଶାନ୍ତ ମୁଦୁଲିଙ୍କୁ ଏଥର ଦଳ ଜଗତସିଂହପୁରରୁ ପ୍ରାର୍ଥୀ କରିଛି। ବିଜେପିରୁ ଆସି ବିଜେଡିରେ ସାମିଲ ହୋଇଥିବା ରଘୁନନ୍ଦନ ଦାସଙ୍କୁ ଦଳ ବାଲିକୁଦା-ଏରସମାରୁ ପ୍ରାର୍ଥୀ କରିଛି।
ପିପିଲି ବିଧାନସଭା ଆସନ ପାଇଁ ପୁଣି ଥରେ ପ୍ରଦୀପ ମହାରଥୀଙ୍କୁ ଟିକଟ ମିଳିଛି। ନିମାପଡ଼ାରୁ ସମୀର ଦାଶ, ନିଆଳିରୁ ପ୍ରମୋଦ ମଲ୍ଲିକ, ଆନନ୍ଦପୁରରୁ ଭାଗିରଥୀ ସେଠୀ, ନୀଳଗିରିରୁ ସନ୍ତୋଷ ଖଟୁଆ, କାକଟପୁରରୁ ସୁରେନ୍ଦ୍ର ସେଠୀ ଓ ଧାମନଗରରୁ ରାଜେନ୍ଦ୍ର କୁମାର ଦାସ ପ୍ରାର୍ଥୀ ହୋଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
'ଓଡ଼ିଶା ସନ୍ଥ ଓ ବିଦ୍ୱାନଙ୍କ ଧରିତ୍ରୀ', ଭୀମ ଭୋଇଙ୍କ କବିତା କହିଲେ ପ୍ରଧାନମନ୍ତ୍ରୀ
ଦିଲ୍ଲୀରେ ଆୟୋଜିତ 'ଓଡ଼ିଶା ପର୍ବ' ୨୦୨୪ରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Miscellaneous
ଆସୁଛନ୍ତି ରାଷ୍ଟ୍ରପତି; ପୁରୀରେ ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ କଲେ ଡିଜିପି
ସୁରକ୍ଷା ଦାୟିତ୍ୱରେ ୮୦ ପ୍ଲାଟୁନ ପୁଲିସ୍ ଫୋର୍ସ ସହ ୩୦୦ ବରିଷ୍ଠ ଅଧିକାରୀ ମୁତୟନ ହେବେ। କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି କହିଲେ ଡିଜିପି ୱାଇ.ବି ଖୁରାନିଆ।
Miscellaneous
ସୋମବାର ମହାପ୍ରଭୁଙ୍କ ପଇତାଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
ମାର୍ଗଶୀର କୃଷ୍ଣ ପକ୍ଷ ଦଶମୀ ତିଥିରେ ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତୀଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହୁଏ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ।
Politics
ତେଜୁଛି ଯାଜପୁର କଳି, ପୁଣି ବିଜେଡି-ବିଜେପି ମୁହାଁମୁହିଁ
ଯାଜପୁର ଘଟଣାକୁ ନେଇ ବିଜେଡି ଓ ବିଜେପି ପୁଣି ମୁହାଁମୁହିଁ ହୋଇଛନ୍ତି। ବିଜେଡି ପ୍ରେସମିଟ୍ କରି ପୁଲିସ ଉପରେ ଦୋଷ ଲଦିଥିବାବେଳେ କାଉଣ୍ଟର କରିଛି ବିଜେପି।
Miscellaneous
ଆସିଲା ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା
୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଖାତାକୁ ଗଲା 'ସୁଭଦ୍ରା' ଟଙ୍କା। ସୁନ୍ଦରଗଡ଼ରେ ଟଙ୍କା ରିଲିଜ୍ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।