ଭୁବନେଶ୍ୱର: ରାଜଭବନରେ ଓଡ଼ିଶା ରାଜ୍ୟପାଳ ଏସି.ସି ଜମୀରଙ୍କୁ ଭେଟିଛନ୍ତି ଝାଡଖଣ୍ଡ ରାଜ୍ୟପାଳ ଦ୍ରୌପଦୀ ମୁର୍ମୁ। ସୋମବାର ଦିନ ମଧ୍ୟାହ୍ନରେ ଶ୍ରୀମତୀ ମୁର୍ମୁ ରାଜ୍ୟପାଳକୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।
ସୂଚନାଯୋଗ୍ୟ ଯେ, ଗତକାଲିଠାରୁ ଓଡ଼ିଶା ଗସ୍ତରେ ଆସିଛନ୍ତି ଝାଡ଼ଖଣ୍ଡ ରାଜ୍ୟପାଳ ଦ୍ରୌପଦୀ ମୁର୍ମୁ । ରବିବାରଦିନ ଭୁବନେଶ୍ୱରରେ ପହଞ୍ଚିବା ପରେ ସେ ରାଜଭବନକୁ ଯାଇଥିଲେ। ଏହି ଅବସରରେ ରାଜ ଭବନରେ ରାଜ୍ୟ ବିଜେପି ପକ୍ଷରୁ ମଧ୍ୟ ତାଙ୍କୁ ସମ୍ୱର୍ଦ୍ଧିତ କରାଯାଇଥିଲା। ପରେ ଦ୍ରୌପଦୀ କଟକ ଯାଇ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ବିଜେଡି ନେତା ଏନ୍. ଭାସ୍କର ରାଓଙ୍କୁ ମିଳିଲା ଆଶ୍ୱସ୍ତି
୨୦୧୩ ମସିହା ଡ଼ିସେମ୍ବର ୧୫ ତାରିଖରେ ରାୟଗଡା ଜିଲ୍ଲାର ବରିଷ୍ଠ ଆଦିବାସୀ ନେତା ଭାଗିରଥୀ ମାଣ୍ଡାଙ୍ଗୀ ହଠାତ୍ ନିଖୋଜ ହୋଇଯାଇଥିଲେ। ପରବର୍ତ୍ତୀ ସମୟରେ ତାଙ୍କ ମୃତଦେହ ଆନ୍ଧ୍ରପ୍ରଦେଶରୁ ମିଳିଥିଲା।
Miscellaneous
ଆଜି ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ
ସାଂସ୍କୃତିକ କାର୍ଯ୍ୟକ୍ରମ ଅଧାରୁ ବନ୍ଦକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଥିଲା। ତେବେ ଏହାରି ଭିତରେ ଘଟଣାରେ ମୁଖ୍ୟମନ୍ତ୍ରୀ ହସ୍ତକ୍ଷେପ କରିଥିଲେ। ରାତି ସାଢ଼େ ୧୦ଟା ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ କରିଥିବା ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।
Miscellaneous
ବାବା କେଟିଏମ୍ ବାଇକ୍ରେ ଝିଅ ଧରି ବୁଲୁଥିଲେ...
ଯୁବତୀ ଜଣକ ଆହୁରି କହିଛନ୍ତି, ବିଜ୍ଞାନ ଯୁଗରେ ଲୋକମାନେ ନାନା ସମସ୍ୟା ନେଇ ବାବାଙ୍କ ପାଖକୁ ଯାଉଥିବା ଦେଖିବାକୁ ପାଇଥିଲି। ଯେଉଁ ମହିଳାଙ୍କର ପିଲା ଛୁଆ ହେଉନଥିଲା ବା ଯାହାକୁ କ୍ୟାନସର ପରି ଦୋରାରୋଗ ହୋଇଥିଲା, ସେମାନେ ବାବାଙ୍କ ପାଖକୁ ଯାଉଥିଲେ।
Crime
ବାଘ ଛାଲ ବିକ୍ରି ପାଇଁ ନେଉଥିବା ବେଳେ ମାଡ଼ି ବସିଲା ବନ ବିଭାଗ
୪ ଜଣ ତସ୍କର କଲରାପତରିଆ ବାଘ ଚାଲ ବିକ୍ରି ପାଇଁ ଯାଉଥିଲେ। ଏ ସମ୍ପର୍କରେ ଜାଣିପାରି ବାରିପଦା ବନଖଣ୍ଡ ଓ ଶିମିଳିପାଳର ସ୍ଵତନ୍ତ୍ର ଟିମ୍ ମିଳିତ ଭାବେ ବାଙ୍ଗିରିପୋଷି ରେଞ୍ଜ ବାଲିଖୋଣି ଗାଁରେ ଚଢ଼ଉ କରିଥିଲା।