ରାଜ୍ୟରେ ଆହୁରି ବଢ଼ିବ ତାପମାତ୍ରା, କାଳବୈଶାଖୀ ଆଶଙ୍କା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଗକୁ ବଢ଼ିବ ଗ୍ରୀଷ୍ମପ୍ରବାହ। ଦିନର ତାପମାତ୍ରା ସ୍ୱାଭାବିକ ତାପମାତ୍ରାଠାରୁ ଅଧିକ ହେବ। ଆସନ୍ତା ୩ରୁ ୪ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଦିନର ତାପମାତ୍ରା ୨ରୁ ୪ ଡିଗ୍ରୀ ସେଲସିୟସ୍ ପର୍ଯ୍ୟନ୍ତ ବଢ଼ିବ ବୋଲି ଆଜି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ପୂର୍ବାନୁମାନ କରିଛି। ଆଇଏମ୍‌ଡିର ପୂର୍ବାନୁମାନ ଅନୁସାରେ ତାତି ସତ୍ତ୍ୱେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଗଜପତି, ଖୋର୍ଦ୍ଧା, ପୁରୀ, ନୟାଗଡ଼, […]

Heatwave

Heatwave

Manoranjan Sial
  • Published: Friday, 16 April 2021
  • Updated: 16 April 2021, 06:14 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଗକୁ ବଢ଼ିବ ଗ୍ରୀଷ୍ମପ୍ରବାହ। ଦିନର ତାପମାତ୍ରା ସ୍ୱାଭାବିକ ତାପମାତ୍ରାଠାରୁ ଅଧିକ ହେବ। ଆସନ୍ତା ୩ରୁ ୪ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଦିନର ତାପମାତ୍ରା ୨ରୁ ୪ ଡିଗ୍ରୀ ସେଲସିୟସ୍ ପର୍ଯ୍ୟନ୍ତ ବଢ଼ିବ ବୋଲି ଆଜି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ପୂର୍ବାନୁମାନ କରିଛି।

ଆଇଏମ୍‌ଡିର ପୂର୍ବାନୁମାନ ଅନୁସାରେ ତାତି ସତ୍ତ୍ୱେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଗଜପତି, ଖୋର୍ଦ୍ଧା, ପୁରୀ, ନୟାଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ମୟୂରଭଞ୍ଜ, ଢ଼େଙ୍କାନାଳ,  କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ଏହା ବ୍ୟତୀତ କୋରାପୁଟ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ରାୟଗଡ଼ା, ଦେବଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀର ଆଶଙ୍କା ଥିବାରୁ ଆଇଏମ୍‌ଡି ସତର୍କ ସୂଚନା ଜାରି କରିଛି।

https://twitter.com/mcbbsr/status/1382985928512139268?s=20

ସେହିପରି ଶନିବାର କେନ୍ଦ୍ରାପଡ଼ା, ଜଗତସିଂହପୁର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଗଜପତି ଜିଲ୍ଲାରେ ଗୋଟିଏ ବା ଦୁଇଟି ସ୍ଥାନରେ କାଳବୈଶାଖୀ ହୋଇପାରେ।

ରବିବାର ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ଗୋଟିଏ ବା ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ କାଳବୈଶାଖୀର ଆଶଙ୍କା ରହିଛି।

ସୋମବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ ଗୋଟିଏ ବା ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବା ସହିତ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଏଥିସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବାର ଆଶଙ୍କା କରାଯାଉଛି।

କାଳବୈଶାଖୀ ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଢ଼େଙ୍କାନାଳ, ମୟୂରଭଞ୍ଜ ଓ ଗଜପତି ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story