ଭୁବେନଶ୍ୱର (ଓଡ଼ିଶା ରିପୋର୍ଟର) : ସଷ୍ଟେନେବଲ୍ ଡେଭଲପମେଣ୍ଟ୍ ବା ଧାରଣକ୍ଷମ ବିକାଶ କ୍ଷେତ୍ର (SDG)ରେ ଓଡ଼ିଶା ଭଲ ପ୍ରଦର୍ଶନ କରିଛି। ନୀତି ଆୟୋଗ ରିପୋର୍ଟରେ ପ୍ରକାଶିତ ଏହି SDG ତାଲିକାରେ ଓଡ଼ିଶା ୨୩ରୁ ୧୫ ତମ ସ୍ଥାନକୁ ଡେଇଁଛି ।
ପୂର୍ବରୁ ରାଜ୍ୟର ସ୍କୋର୍ ୫୧ ଥିବା ବେଳେ ଚଳିତ ରିପୋର୍ଟରେ ଏହା ୫୮କୁ ବଢ଼ିଛି । ଉତ୍ତରପ୍ରଦେଶ ଓ ସିକ୍କିମ ସହ ୩ଟି ଶ୍ରେଷ୍ଠ ପ୍ରଦର୍ଶନକାରୀ ରାଜ୍ୟ ଭିତରେ ଓଡ଼ିଶା ଥିଲେ ମଧ୍ୟ ଏହା ଦାରିଦ୍ର୍ୟ ଦୂରୀକରଣ, ଅନାହାର ଦୂରୀକରଣ, ଗୁଣାତ୍ମକ ଶିକ୍ଷା ଓ ଲିଙ୍ଗ ସମାନତା କ୍ଷେତ୍ରରେ ବହୁ ପଛରେ ରହିଛି ।
ତେବେ ଶିଳ୍ପାୟନ କ୍ଷେତ୍ରରେ ରାଜ୍ୟରେ ବିକାଶ ଘଟିଥିବା ରିପୋର୍ଟରେ ଦର୍ଶାଯାଇଛି । SDG ତାଲିକାରେ କେରଳ ଶୀର୍ଷ ସ୍ଥାନରେ ଥିବା ବେଳେ ବିହାର ସବୁଠୁ ତଳେ ରହିଛି। ଝାଡଖଣ୍ଡ ଏବଂ ଅରୁଣାଚଳପ ପ୍ରଦେଶର ପ୍ରଦର୍ଶନ ମଧ୍ୟ ବହୁତ ଖରାପ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଓଡ଼ିଆ ଖାଦ୍ୟ ଖାଇବେ ପ୍ରବାସୀ ଭାରତୀୟ: ପ୍ରଭାତୀ ପରିଡ଼ା
ସମ୍ମିଳନୀ ସମୟରେ ଭୁବନେଶ୍ୱରରେ ପଥ ଉତ୍ସବ ଚାଲିବ। ପୁରୀରେ ସିବିଚ୍ ଫେଷ୍ଟିଭାଲ ବି ଚାଲିବ। ରାଜ୍ୟର କଳା ସଂସ୍କୃତି ସମେତ ୩୧ଟି ପର୍ଯ୍ୟଟନ ସ୍ଥଳୀକୁ ପ୍ରଦର୍ଶିତ କରାଯିବ।
Miscellaneous
ଉଜୁଡ଼ିଗଲା ଫସଲ, ଜୀବନ ହାରିଦେଲେ ଚାଷୀ
ଚାଷ କରିବା ପାଇଁ କୈଳାସ ପାଖାପାଖି ଅଢେଇ ଲକ୍ଷ ଟଙ୍କା ଧାର କରଜ କରିଥିଲେ।
Miscellaneous
୧୫ ପରେ ମିଳିବ ‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ ଟଙ୍କା
ଡିସେମ୍ବର ୩୦ ଯାଏ ତଦନ୍ତ ହେଉଛି ବୋଲି ପୂର୍ବରୁ ସୂଚନା ଦିଆଯାଇଥିଲା। ଏହି ସମୟ ଅବଧିକୁ ଜାନୁଆରୀ ୧୫ ଯାଏଁ ବୃଦ୍ଧି କରାଯାଇଛି। ୧୫ ପରେ ମିଳିବ ‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ ଟଙ୍କା
Crime
ସିକ୍ୟୁରିଟି ଗାର୍ଡଙ୍କ ହାତଗୋଡ଼ ବାନ୍ଧିଲେ, ଶୋ’ ରୁମ୍ ଲୁଟିଲେ
ସିକ୍ୟୁରିଟି ଗାର୍ଡଙ୍କ ହାତଗୋଡ଼ ବାନ୍ଧି ଲୁଟ କରିଛନ୍ତି ୩ ମୁଖାପିନ୍ଧା ଦୁର୍ବୃତ୍ତ। ବିଳମ୍ବିତ ରାତିରେ ଏହି ଡକାୟତି ହୋଇଛି।
Miscellaneous
କାଲିଠୁ ପର୍ଯ୍ୟଟକଙ୍କ ପାଇଁ ସାତକୋଶିଆ ବନ୍ଦ
୬, ୭ ଏବଂ ୮ ତାରିଖ ୩ ଧରି ସାତକୋଶିଆରେ କୁମ୍ଭୀର ଗଣନା ହେବ। ସେହିପରି ପକ୍ଷୀ ଗଣନା ପାଇଁ ୧୭ ଓ ୧୮ ତାରିଖ ମହାନଦୀରେ ବୋଟିଂ ବନ୍ଦ ରହିବ ବୋଲି ବନବିଭାଗ କହିଛି।