ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନାକୁ ନେଇ ବଡ଼ ଖବର। ରାଜ୍ୟର ଦ୍ୱିତୀୟ କରୋନା ଆକ୍ରାନ୍ତ ହସ୍ପିଟାଲରୁ ଡିସ୍ଚାର୍ଜ। ଭୁବନେଶ୍ୱର AIIMSରୁ ଡିସ୍ଚାର୍ଜ ହେଲେ ସମ୍ପୃକ୍ତ କରୋନା ଆକ୍ରାନ୍ତ। ତାଙ୍କ ବୟସ ୨୦। ସେ ସଂପୂର୍ଣ୍ଣ ସୁସ୍ଥ ଓ କରୋନା ଟେଷ୍ଟ ନେଗେଟିଭ୍ ଆସିଥିବା ସୂଚନା ମିଳିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ମିଳିଛି।
The second COVID-19 positive case in Odisha, belonging to Bhubaneswar has completely recovered and tested negative for Covid. He is being discharged.
— H & FW Dept Odisha (@HFWOdisha) April 1, 2020
ସୂଚନା ଅନୁଯାୟୀ ସମ୍ପୃକ୍ତ ଯୁବକ ଜଣକ ଗତ ୧୯ ତାରିଖରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଥିଲା ସେଇ ୧୯ ତାରିଖରେ ତାଙ୍କୁ AIIMSରେ ଭର୍ତ୍ତି କରାଯାଇ ଚିକିତ୍ସା ଚାଲୁଥିଲା। ସଂକ୍ରମିତ ବ୍ୟକ୍ତି ଜଣଙ୍କ ବ୍ରିଟେନରୁ ଫେରିଥିଲେ। ତେବେ ସେ ଆଜି ଭଲ ହୋଇ ଫେରିଥିବା ଜଣାପଡ଼ିଛି। ଏବେ ସୁଦ୍ଧା ଓଡ଼ିଶାରୁ ଆହୁରୀ ୩ ଜଣ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଅଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଟ୍ରାକ୍ ପାର ହେଉଥିଲେ ଆରପିଏଫ୍ କନଷ୍ଟେବଳ, ପିଟି ଦେଲା ଟ୍ରେନ୍
ସାମାନ୍ୟ ଅସାବଧାନତାରୁ ଘଟିଗଲା ବଡ଼ ଅଘଟଣ । ଷ୍ଟେସନରେ ମହିଳା ଆରପିଏଫ୍ କନଷ୍ଟେବଳଙ୍କୁ ଧକ୍କା ଦେଲା ଟ୍ରେନ୍ ।
Politics
ଝାରସୁଗୁଡ଼ାରେ ତେଜୁଛି ରାଜନୀତି; କିରିମିରାରେ ହୋଇ ପାରିଲାନି ଅନାସ୍ଥା ଭୋଟିଂ
ଝାରସୁଗୁଡ଼ା ଜିଲ୍ଲାରେ ଆରମ୍ଭ ହୋଇଥିବା ପଲଟିକାଲ ହାଇଡ୍ରାମା ଅଧିକ ରୋଚକ ମୋଡ଼ ନେଇଛି। ବହୁ ଚେଷ୍ଟା ପରେ ବି କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଆଜି ଅନାସ୍ଥା ଭୋଟ ହୋଇ ପାରିନି।
Politics
‘ସୁଭଦ୍ରା ପୋର୍ଟାଲରେ OPT OUT ହୋଇଥିଲେ ପୁଣି କରିହେବ Log In’
OPT OUT ହୋଇଥିବା ଲୋକଙ୍କ ପାଇଁ ସୁଭଦ୍ରା ପୋର୍ଟାରଲେ ପୁଣି ଥରେ ଲଗ୍ ଇନ ସହ ଅପ୍ଟ ଇନର ବ୍ୟବସ୍ଥା କରାଯାଇଥିବା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।
Accident
ତେଲେଙ୍ଗାନାରେ ଟ୍ରକ୍କୁ ପିଟିଲା ବସ୍, ୪ ଓଡ଼ିଆ ମୃତ
ଏକ ଟ୍ରକ୍ ପଛରେ ଏକ ବସ୍ ପିଟି ହେବାରୁ ଏହି ଦୁର୍ଘଟଣାରେ ୪ ଓଡ଼ିଆଙ୍କ ମୃତ୍ୟୁ ହୋଇଛି। ସେମାନଙ୍କ ମଧ୍ୟରେ ୨ ଜଣ ମହିଳା ଥିବା ସୂଚନା ମିଳିଛି।
Accident
ଏସକେ ମାର୍ଟରେ ଲାଗିଲା ନିଆଁ, ଆଖି ପିଛୁଳାକେ ସବୁ ଜଳିଗଲା
ରାୟଗଡ଼ା ଏସକେ ମାର୍ଟରେ ଭୟାବହ ଅଗ୍ନିକାଣ୍ଡ । ଜଳିଗଲା ଲକ୍ଷାଧିକ ଟଙ୍କାର ଲୁଗା । କନଭେଣ୍ଟ ସ୍କୁଲ ଛକରେ ଥିବା ୪ ମହଲା ବିଶିଷ୍ଟ ଏସକେ ମାର୍ଟରେ ନିଆଁ ଲାଗିଛି ।