ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗରିବ ଚିହ୍ନଟ ନେଇ ବିଧାନସଭାର ପ୍ରଶ୍ନକାଳରେ ମନ୍ତ୍ରୀ ପଦ୍ମନାଭ ବେହେରା ଉତ୍ତର ରଖିଛନ୍ତି। ସେ କହିଛନ୍ତି,“୨୦୦୪-୦୫ରେ ୫୭.୨୦% ଅର୍ଥାତ୍ ୨ କୋଟି ୨୧ ଲକ୍ଷ ୬୦ ହଜାର ଗରିବ ଥିଲେ। ୨୦୧୧-୧୨ରେ ୩୨.୫୯% ଅର୍ଥାତ ୧ କୋଟି ୩୮ ଲକ୍ଷ ୫୩ ହଜାର ଗରିବ ଚିହ୍ନଟ ହୋଇଥିଲେ। ୨୦୦୪-୦୫ରେ ଗ୍ରାମାଞ୍ଚଳରେ ମୁଣ୍ଡପିଛା ଆୟ ଥିଲା ୪୦୭ ଟଙ୍କା। ୨୦୦୪-୦୫ରେ ସହରାଞ୍ଚଳରେ ମୁଣ୍ଡପିଛା ଆୟ ଥିଲା ୪୯୭ ଟଙ୍କା । ୨୦୧୧-୧୨ରେ ଗ୍ରାମାଞ୍ଚଳରେ ମୁଣ୍ଡପିଛା ଆୟ ୬୯୫ ଟଙ୍କା ଥିଲା। ତେବେ ୨୦୧୧-୧୨ରେ ସହରାଞ୍ଚଳରେ ମୁଣ୍ଡପିଛା ଆୟ ୮୬୧ ଟଙ୍କା ରହିଥିଲା।”
ଆଜି ବିଧାନସଭାର ପ୍ରଶ୍ନକାଳରେ ମୋହନ ମାଝୀଙ୍କ ପ୍ରଶ୍ନରେ ମନ୍ତ୍ରୀ ଏହି ଉତ୍ତର ରଖିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବନ୍ଦ କୋଠରୀରୁ ୮ ଦିନ ପରେ ସ୍ୱାମୀ ଉଦ୍ଧାର, ଖାଇବାକୁ ନଦେଇ ନିସ୍ତୁକ ମାଡ଼ ମାରି ବନ୍ଦୀ କରିଥିଲେ ସ୍ତ୍ରୀ
କସ୍ତାନ୍ତିନ ପରିଛା ଓ ତାଙ୍କ ପତ୍ନୀ ପ୍ରାଣ ରଞ୍ଜନି ପରିଛାଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ଝଗଡ଼ା ଲାଗି ରହିଥିଲା।
Accident
ଟୋଲଗେଟ୍କୁ ଧକ୍କା ଦେଇ ଜଳିଗଲା କଣ୍ଟେନର, ଡ୍ରାଇଭର ଜୀବନ୍ତଦଗ୍ଧ
ଗତକାଲି ବିଳମ୍ବିତ ରାତିରେ କଣ୍ଟେନରଟି ପଶ୍ଚିମବଙ୍ଗରୁ ତାମିଲନାଡୁ ଯାଉଥିବା ବେଳେ ଘଟିଛି ଏହି ଦୁର୍ଘଟଣା।
Miscellaneous
ଆଇଏଏସ ବଦଳି: ଚିତ୍ରାଙ୍କୁ ଶ୍ରମ ଓ ଇଏସଆଇ, ସୁଧାଂଶୁ ଓଡ଼ଶା ଖଣି ନିଗମ ଏମଡି
ଆଇଏଏସ୍ ସ୍ତରରେ ଅଦଳବଦଳ। ୧୨ଜଣ ଆଇଏଏସ୍ ଅଫିସରଙ୍କୁ ବିଭିନ୍ନ ପଦବୀରେ ଅବସ୍ଥାପିତ କଲେ ରାଜ୍ୟ ସରକାର।
Politics
ଶୁକ୍ରବାର 'ଲଲ'ଙ୍କ ବିରୋଧରେ FIR ଦେଇଥିଲେ; ଆଜି ଖାଲି ଥରୁଛନ୍ତି
ଶୁକ୍ରବାର ବବିଙ୍କ ଭାଇ ଲଲଙ୍କ ବିରୋଧରେ ଏଫ୍ଆଇଆର୍ ଦେଇଥିବା ପରିବା ବ୍ୟବସାୟୀଙ୍କ ୟୁ-ଟର୍ଣ୍ଣ। ବବିଙ୍କୁ ଭେଟିବା ପରେ ବଦଳାଇଲେ ମତ। କହିଲେ କାଲି ସବୁ ମିଛ କହିଥିଲି।