ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ପୂର୍ବରୁ ମୁଣ୍ଡ ନେଲେ ନକ୍ସଲ: ଗୁଳି କରି ପୋଲିଂ କର୍ମଚାରୀଙ୍କୁ ହତ୍ୟା

ଫୁଲବାଣୀ (ତ୍ରିନାଥ ସାହୁ): ଓଡ଼ିଶାର ୫ଟି ଲୋକସଭା ଓ ୩୫ଟି ବିଧାନସଭା ଆସନରେ ଆସନ୍ତାକାଲି ହେବ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ। ଏଥିପାଇଁ ନକ୍ସଲ ପ୍ରବଣ କନ୍ଧମାଳ ଜିଲ୍ଲାରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏହା ସତ୍ତ୍ୱେ ପୁଲିସକୁ ଚ୍ୟାଲେଞ୍ଜ ଦେଇଛନ୍ତି ନକ୍ସଲ। ଗୁଳି କରି ଜଣେ ପୋଲିଂ କର୍ମଚାରୀଙ୍କୁ ହତ୍ୟା କରିଛନ୍ତି। ଏହି ଘଟଣା ପରେ ସମ୍ପୃକ୍ତ ଅଞ୍ଚଳରେ କମ୍ୱିଂ ଅପରେଶନ୍‌କୁ ଜୋରଦାର କରାଯାଇଛି। ପୋଲିଂ ଡ୍ୟୁଟିରେ ମୁତୟନ ହୋଇଥିବା ‘ଗ୍ରାମ ରୋଜଗାର’ ସେବିକା ସଂଯୁକ୍ତା […]

1

1

Manoranjan Sial
  • Published: Wednesday, 17 April 2019
  • Updated: 17 April 2019, 06:07 PM IST

Sports

Latest News

ଫୁଲବାଣୀ (ତ୍ରିନାଥ ସାହୁ): ଓଡ଼ିଶାର ୫ଟି ଲୋକସଭା ଓ ୩୫ଟି ବିଧାନସଭା ଆସନରେ ଆସନ୍ତାକାଲି ହେବ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ। ଏଥିପାଇଁ ନକ୍ସଲ ପ୍ରବଣ କନ୍ଧମାଳ ଜିଲ୍ଲାରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏହା ସତ୍ତ୍ୱେ ପୁଲିସକୁ ଚ୍ୟାଲେଞ୍ଜ ଦେଇଛନ୍ତି ନକ୍ସଲ। ଗୁଳି କରି ଜଣେ ପୋଲିଂ କର୍ମଚାରୀଙ୍କୁ ହତ୍ୟା କରିଛନ୍ତି। ଏହି ଘଟଣା ପରେ ସମ୍ପୃକ୍ତ ଅଞ୍ଚଳରେ କମ୍ୱିଂ ଅପରେଶନ୍‌କୁ ଜୋରଦାର କରାଯାଇଛି।

ପୋଲିଂ ଡ୍ୟୁଟିରେ ମୁତୟନ ହୋଇଥିବା ‘ଗ୍ରାମ ରୋଜଗାର’ ସେବିକା ସଂଯୁକ୍ତା ଦିଗଲଙ୍କ ସମେତ ୪ ଜଣ ଲୋକ ଏକ ଗାଡ଼ିରେ ଜଙ୍ଗଲୀ ରାସ୍ତାରେ ଯାଉଥିଲେ। ଗୋଛାପଡ଼ା ଥାନା ବାରାଲା ଗାଁ ନିକଟରେ ହଠାତ ଗାଡ଼ି ସାମ୍ନାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା। ବିସ୍ଫୋରଣ ପରେ ଚାଳକ ଗାଡ଼ିକୁ ପଛକୁ ଆଣିବା ପାଇଁ ଚେଷ୍ଟା କରୁଥିଲେ। ଏହି ସମୟରେ ଲୁଚି ରହିଥିବା ନକ୍ସଲମାନେ ଗୁଳି ବର୍ଷା କରିଥିଲେ। ଫଳରେ ସଂଯୁକ୍ତାଙ୍କ ମୁଣ୍ଡରେ ଗୁଳି ବାଜିଥିଲା। ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ତେବେ ଅନ୍ୟ ୩ କର୍ମଚାରୀ ଗାଡ଼ି ସହ ପଳାଇ ଆସିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story