କଟକ(ଓଡ଼ିଶା ରିପୋର୍ଟର): କଟକ ସହର ଉପକଣ୍ଠରେ କରୋନା ରୋଗୀଙ୍କ ଶବଦାହ ନେଇ ନିର୍ଦ୍ଦେଶନାମା ଜାରି କଲେ ରାଜ୍ୟ ମାନବାଧିକାର କମିଶନ। ସତୀଚୌରା ଶ୍ମଶାନକୁ ବ୍ୟାପକ ଆଲୋକୀକରଣ ଓ ଆବଦ୍ଧ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି କାଳିଆବୁଦା ଶ୍ମଶାନକୁ ମଧ୍ୟ ଆଲୋକୀକରଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସାଧାରଣ ଲୋକଙ୍କ ଦୃଷ୍ଟି ଏଡ଼ାଇବା ପାଇଁ ପଦକ୍ଷେପ ନେବା ଲାଗି ରାଜ୍ୟ ମାନବାଧିକାର କମିଶନ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟ କୌଣସିଠାରେ ଶବଦାହ ନେଇ ବିକଳ୍ପ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ।
ଆଜି ସୁଦ୍ଧା କଟକ ମହାନଗର ନିଗମ(ସିଏମ୍ସି) ଅଞ୍ଚଳରେ ୧୩୮୬୩ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ୬୧ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୨୯୩୦ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ୮୭୨ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲ୍ରେ ଚିକିତ୍ସା ହେଉନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଆଜିଠୁ ଭୁବନେଶ୍ୱରରେ ସର୍ବଭାରତୀୟ ଡିଜିପି ସମ୍ମିଳନୀ
ପ୍ରଥମ ଥର ଲାଗି ଓଡ଼ିଶାରେ ହେଉଥିବା ଏହି ସମ୍ମିଳନୀ ପାଇଁ ସୁରକ୍ଷା ବ୍ଲାଙ୍କେଟରେ ରାଜଧାନୀ।
Politics
ଆଜି ପହଞ୍ଚିବେ ପିଏମ୍ ମୋଦି ଓ ଅମିତ ଶାହ, ସୁରକ୍ଷା ବଳୟରେ ରାଜଧାନୀ
ଆଜିଠୁ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଯାଉଛି ସର୍ବଭାରତୀୟ ଡିଜିପି ସମ୍ମିଳନୀ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଗୃହମନ୍ତ୍ରୀ ଅମିତ ଶାହ ବି ଏହି ସମ୍ମିଳନୀରେ ଯୋଗ ଦେବେ। ସେଥିନିମନ୍ତେ ଆଜିଠୁ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଗୃହମନ୍ତ୍ରୀ ଅମିତ ଶାହ ।
Miscellaneous
ଓଏଏସ୍ ବଦଳି: ଯସ୍ମିନ ପଟ୍ଟନାୟକ ଓଡ଼ିଆ ବିଶ୍ୱବିଦ୍ୟାଳୟ କୁଳସଚିବ, ମନୋଜ ପାଢ଼ୀ ଶିକ୍ଷକ ପ୍ରତିଷ୍ଠାନ ନିର୍ଦ୍ଦେଶକ
ବରିଷ୍ଠ ଓଏଏସ୍ ପୁରିନ୍ଦର ଧରୁଆଙ୍କୁ ଖାଦ୍ୟଯୋଗାଣ ଓ ଖାଉଟିକଲ୍ୟାଣ ବିଭାଗର ସ୍ୱତନ୍ତ୍ର ସଚିବ ଏବଂ ଓଏଏସ୍ ରୀନା ମହାପାତ୍ରଙ୍କୁ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି ହୋଇଛି ।
Miscellaneous
୧.୩୬ଲକ୍ଷ କୋଟି ଟଙ୍କାର ଶିଳ୍ପପ୍ରକଳ୍ପକୁ ମଞ୍ଜୁରୀ ଦେଲେ ମୋହନ ସରକାର
ବିଜେପି ସରକାର କ୍ଷମତାକୁ ଆସିବା ପରେ ଦ୍ୱିତୀୟ ଏଚଏଲସିଏ ବୈଠକରେ ମଞ୍ଜୁରୀ। ପ୍ରକଳ୍ପ କାର୍ଯ୍ୟକ୍ଷମ ହେଲେ ରାଜ୍ୟରେ ୭୪୩୫୦ଟି ଅତିରିକ୍ତ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ।
Miscellaneous
ପୁଣି ଆଳୁ ଅଟକାଇଲେ ମମତା, ବିଜେଡି-ବିଜେପି ଦୋଷ ଲଦାଲଦି
ଗତକାଲିଠୁ ସୀମାରେ ଅଟକିଛି ଶହ ଶହ ଆଳୁ ଗାଡ଼ି। ଆଳୁ ରପ୍ତାନୀ ଉପରେ କଟକଣା ଲଗାଇଛନ୍ତି ପଶ୍ଚିମବଙ୍ଗ ସରକାର। ପରସ୍ପର ଉପରେ ଦୋଷ ଲଦିଲେ ବିଜେଡି-ବିଜେପି।