କରୋନା ରୋଗୀଙ୍କ ଶବଦାହ ନେଇ ନିର୍ଦ୍ଦେଶନାମା ଜାରି କଲେ ରାଜ୍ୟ ମାନବାଧିକାର କମିଶନ

କଟକ(ଓଡ଼ିଶା ରିପୋର୍ଟର): କଟକ ସହର ଉପକଣ୍ଠରେ କରୋନା ରୋଗୀଙ୍କ ଶବଦାହ ନେଇ ନିର୍ଦ୍ଦେଶନାମା ଜାରି କଲେ ରାଜ୍ୟ ମାନବାଧିକାର କମିଶନ। ସତୀଚୌରା ଶ୍ମଶାନକୁ ବ୍ୟାପକ ଆଲୋକୀକରଣ ଓ ଆବଦ୍ଧ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି କାଳିଆବୁଦା ଶ୍ମଶାନକୁ ମଧ୍ୟ ଆଲୋକୀକରଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସାଧାରଣ ଲୋକଙ୍କ ଦୃଷ୍ଟି ଏଡ଼ାଇବା ପାଇଁ ପଦକ୍ଷେପ ନେବା ଲାଗି ରାଜ୍ୟ ମାନବାଧିକାର କମିଶନ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟ କୌଣସିଠାରେ ଶବଦାହ ନେଇ ବିକଳ୍ପ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ। ଆଜି ସୁଦ୍ଧା […]

ohrc

ohrc

Manoranjan Sial
  • Published: Thursday, 15 October 2020
  • Updated: 15 October 2020, 10:28 PM IST

Sports

Latest News

କଟକ(ଓଡ଼ିଶା ରିପୋର୍ଟର): କଟକ ସହର ଉପକଣ୍ଠରେ କରୋନା ରୋଗୀଙ୍କ ଶବଦାହ ନେଇ ନିର୍ଦ୍ଦେଶନାମା ଜାରି କଲେ ରାଜ୍ୟ ମାନବାଧିକାର କମିଶନ। ସତୀଚୌରା ଶ୍ମଶାନକୁ ବ୍ୟାପକ ଆଲୋକୀକରଣ ଓ ଆବଦ୍ଧ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି କାଳିଆବୁଦା ଶ୍ମଶାନକୁ ମଧ୍ୟ ଆଲୋକୀକରଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସାଧାରଣ ଲୋକଙ୍କ ଦୃଷ୍ଟି ଏଡ଼ାଇବା ପାଇଁ ପଦକ୍ଷେପ ନେବା ଲାଗି ରାଜ୍ୟ ମାନବାଧିକାର କମିଶନ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟ କୌଣସିଠାରେ ଶବଦାହ ନେଇ ବିକଳ୍ପ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ।

ଆଜି ସୁଦ୍ଧା କଟକ ମହାନଗର ନିଗମ(ସିଏମ୍‌ସି) ଅଞ୍ଚଳରେ ୧୩୮୬୩ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ୬୧ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୨୯୩୦ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ୮୭୨ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସା ହେଉନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story