ଓଡ଼ିଶାରେ ୭ଟି ଅକ୍ସିଜେନ୍ ପ୍ଲାଣ୍ଟ ନିର୍ମାଣ କରିବେ ତୈଳ କମ୍ପାନୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ମହାମାରୀ ସଂକ୍ରମଣ ମାମଲା ବୃଦ୍ଧି ପାଉଥିବାବେଳେ ଅକ୍ସିଜେନ୍ ଅଭାବକୁ ଦୂର କରିବା ନିମନ୍ତେ ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀଗୁଡ଼ିକ ଓଡ଼ିଶାରେ ୭ଟି ଅକ୍ସିଜେନ୍ ପ୍ଲାଣ୍ଟ ସ୍ଥାପନ କରିବେ। ଏଥିପାଇଁ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିର୍ଦ୍ଦେଶ ଦେଇଛନ୍ତି। ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ, କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କ ନିର୍ଦ୍ଦେଶରେ ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀଗୁଡ଼ିକ ରାଜ୍ୟର ୭ଟି ସ୍ଥାନରେ ଅକ୍ସିଜେନ୍ ପ୍ଲାଣ୍ଟ […]

oxygen

oxygen

Ordigital Desk
  • Published: Wednesday, 28 April 2021
  • Updated: 28 April 2021, 07:39 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ମହାମାରୀ ସଂକ୍ରମଣ ମାମଲା ବୃଦ୍ଧି ପାଉଥିବାବେଳେ ଅକ୍ସିଜେନ୍ ଅଭାବକୁ ଦୂର କରିବା ନିମନ୍ତେ ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀଗୁଡ଼ିକ ଓଡ଼ିଶାରେ ୭ଟି ଅକ୍ସିଜେନ୍ ପ୍ଲାଣ୍ଟ ସ୍ଥାପନ କରିବେ। ଏଥିପାଇଁ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିର୍ଦ୍ଦେଶ ଦେଇଛନ୍ତି।

ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ, କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କ ନିର୍ଦ୍ଦେଶରେ ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀଗୁଡ଼ିକ ରାଜ୍ୟର ୭ଟି ସ୍ଥାନରେ ଅକ୍ସିଜେନ୍ ପ୍ଲାଣ୍ଟ ନିର୍ମାଣ କରିବେ। ଏହି ଅକ୍ସିଜେନ୍ ପ୍ଲାଣ୍ଟ ନିର୍ମାଣ ଦ୍ୱାରା ଓଡ଼ିଶା ତଥା ପଡ଼ୋଶୀ ରାଜ୍ୟଗୁଡ଼ିକ ମଧ୍ୟ ଉପକୃତ ହୋଇପାରିବେ।

ସୂଚନା ଅନୁସାରେ ସମ୍ବଲପୁର,ବରଗଡ଼ ଓ ପୁରୀ ଜିଲ୍ଲା ମୁଖ୍ୟ ହସ୍ପିଟାଲଗୁଡ଼ିକରେ ଇଣ୍ଡିଆନ ଅଏଲ କର୍ପୋରେସନ୍ ଦ୍ୱାରା ଅକ୍ସିଜେନ୍ ପ୍ଲାଣ୍ଟ ସ୍ଥାପନ ହେବାର ଥିବାବେଳେ ଖୋର୍ଦ୍ଧା ଓ ନବରଙ୍ଗପୁର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ୍ ଏବଂ ନୂଆପଡ଼ା ଜିଲ୍ଲା ମୁଖ୍ୟ ହସ୍ପିଟାଲ ଓ ରାଉରକେଲା ସରକାରୀ ମେଡିକାଲରେ ପେଟ୍ରୋନେଟ୍ ଏଲଏନଜି ଲିଃ(ପିଏଲଏଲ) ଦ୍ୱାରା ଅକ୍ସିଜେନ୍ ପ୍ଲାଣ୍ଟ ସ୍ଥାପନ ହେବ।

ସୂଚନାଯୋଗ୍ୟ, କରୋନା ସଂକ୍ରମଣ ମାମଲା ବୃଦ୍ଧି ପାଉଥିବା ଯୋଗୁ ଦେଶର ବିଭିନ୍ନ ଭାଗରେ ଏବେ ଅକ୍ସିଜେନ୍ ଅଭାବ ପରିଲକ୍ଷିତ ହୋଇଛି ଓ ଓଡ଼ିଶାରୁ ଦେଶର ୯ଟି ରାଜ୍ୟକୁ ଇତିମଧ୍ୟରେ ପ୍ରାୟ ୧୭୦୦ଟନ୍ ଅକ୍ସିଜେନ୍ ଯୋଗାଣ ହୋଇସାରିଲାଣି। ତେବେ ରାଜ୍ୟର କେତେକ ଅଂଚଳରେ ଅକ୍ସିଜେନ୍ ଅଭାବ ଯୋଗୁ ରୋଗୀ ମୃତ୍ୟୁର ଅଭିଯୋଗ ଆସୁଥିବାରୁ କେନ୍ଦ୍ର ସରକାର ରାଷ୍ଟ୍ରାୟତ୍ତ ଉଦ୍ୟୋଗ ସହାୟତାରେ ଓଡ଼ିଶାରେ ଅକ୍ସିଜେନ୍ ପ୍ଲାଣ୍ଟ ସ୍ଥାପନ କରିବେ ବୋଲି ସୂଚନା ମିଳିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story