ତେଲ ବୋଝେଇ ଟ୍ୟାଙ୍କରରେ ଲାଗିଲା ନିଆଁ

ଚୌଦ୍ୱାର(ପ୍ରକାଶ କୁମାର ନାୟକ): ଜଗତପୁର କଲେଜ ନିକଟରେ ଏକ ତେଲ ବୋଝେଇ ଟ୍ୟାଙ୍କରରେ ଆଜି ହଠାତ୍ ନିଆଁ ଲାଗି ଯାଇଥିଲା। ଘଟଣାସ୍ଥଳରୁ ଡ୍ରାଇଭର ଓ ହେଲପର ଫେରାର ହୋଇ ଯାଇଥିଲେ। ସ୍ଥାନୀୟ ଲୋକେ ଏହା ଦେଖି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ ଟିମ୍ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଏଥିରେ କାହାର କିଛି କ୍ଷୟକ୍ଷତି ହୋଇନାହିଁ।

rttt7777

Tapaswini Nayak
  • Published: Tuesday, 29 January 2019
  • , Updated: 29 January 2019, 02:24 PM IST

ଚୌଦ୍ୱାର(ପ୍ରକାଶ କୁମାର ନାୟକ): ଜଗତପୁର କଲେଜ ନିକଟରେ ଏକ ତେଲ ବୋଝେଇ ଟ୍ୟାଙ୍କରରେ ଆଜି ହଠାତ୍ ନିଆଁ ଲାଗି ଯାଇଥିଲା। ଘଟଣାସ୍ଥଳରୁ ଡ୍ରାଇଭର ଓ ହେଲପର ଫେରାର ହୋଇ ଯାଇଥିଲେ।

ସ୍ଥାନୀୟ ଲୋକେ ଏହା ଦେଖି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ ଟିମ୍ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଏଥିରେ କାହାର କିଛି କ୍ଷୟକ୍ଷତି ହୋଇନାହିଁ।

Related story