ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଚଳିତ ବର୍ଷର OJEE ରେଜଲ୍ଟ ଆଜି ପ୍ରକାଶ ପାଇଛି। ବୈଷୟିକ ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀଙ୍କ ଦ୍ୱାରା OJEE ରେଜଲ୍ଡ ପ୍ରକାଶିତ ହୋଇଛି। ପରୀକ୍ଷା ଦେଇଥିବା ୪୯,୨୬୭ ଜଣ ଛାତ୍ରଙ୍କୁ ମିଳିଛି ୟେଲୋ ରାଙ୍କ।
ଶୋଭିତ୍ ପଟଲେ B_TECH ଏବଂ ଶ୍ୟାମସୁନ୍ଦର ପଟେଲ୍ M-TECHରେ ଟପ୍ପର ହୋଇଛନ୍ତି। ସେହିପରି MBAରେ ଶୁଭକାନ୍ତ ସାହୁ, MCAରେ ଜୟଦୀପ ଦେ ଟପ୍ପର ହୋଇଛନ୍ତି। ବି-ଫାର୍ମରେ ସୌମ୍ୟ ରଞ୍ଜନ ରାଉତରାୟ, ଏମ୍-ଫାର୍ମରେ ପରିମିତା ସାହୁ ଟପ୍ପର ହୋଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ତୁଚ୍ଛ ହେଲା ରକ୍ତ ସମ୍ପର୍କ; ବଡ଼ ଭାଇର ଜୀବନ ନେଲା ସାନ ଭାଇ
ରବିବାର ବିଳମ୍ବିତ ରାତିରେ କୌଣସି କଥାକୁ ନେଇ ସୁନିଲ ଓ ସୁଶିଲଙ୍କ ମଧ୍ୟରେ ବଚସା ହୋଇଥିଲା ।
Accident
କଲଭର୍ଟରେ ପିଟି ହୋଇ ଓଲଟିଲା ପିଆଜ ବୋଝେଇ ପିକ୍ଅପ୍ ଭ୍ୟାନ୍; ୨ ଗୁରୁତର
ଆଜି ସକାଳେ ପିଆଜ ବୋଝେଇ ପିକ୍ଅପ୍ ଭ୍ୟାନ୍ଟି ବିନିକାରୁ ସୋନପୁର ଅଭିମୁଖେ ଯାଉଥିଲା।
Entertainment
ମହଙ୍ଗା ପଡ଼ିଲା ବିନା ହେଲମେଟରେ ରିଲ୍ସ; ରାନୀ ପ୍ରିୟଦର୍ଶିନୀଙ୍କ ଗାଡ଼ି ଜବତ
ବିନା ହେଲମେଟରେ ସ୍କୁଟି ଚଳାଇ ରିଲ୍ସ କରି ସୋଶାଲ ମିଡିଆରେ ପୋଷ୍ଟ କରିଥିଲେ ରାନୀ ପ୍ରିୟଦର୍ଶିନୀ।
Weather
ଆଜି ଅବପାତରେ ପରିଣତ ହେବ ଲଘୁଚାପ;୨୭ରୁ ବର୍ଷିବ
୨୭ରୁ ୨୯ ତାରିଖ ଯାଏ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।