ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପ୍ରକାଶ ପାଇଲା OJEE ପରୀକ୍ଷା ସୂଚୀ। ଦୈନିକ ତିନିଟି ସିଫ୍ଟରେ ହେବ OJEE ପରୀକ୍ଷା। ସକାଳ ୯ରୁ ୧୧, ଦିନ ୧୨ଟା୩୦ରୁ ୨ଟା୩୦ ଓ ୪ଟାରୁ ୬ଟା ଯାଏଁ ହେବ ପରୀକ୍ଷା। କମ୍ପ୍ୟୁଟର ବେସ୍ଡ ଟେଷ୍ଟ ମୋଡ୍ରେ ହେବ OJEE ପରୀକ୍ଷା। ଛାତ୍ରଛାତ୍ରୀମାନେ ଅକ୍ଟୋବର ୫ରୁ ଡାଉନଲୋଡ ହୋଇପାରିବ ଆଡ୍ମିଟ୍ କାର୍ଡ। ଅକ୍ଟୋବର ୧୨ରୁ ୧୯ ତାରିଖ ଯାଏ ହେବ OJEE ପରୀକ୍ଷା। ଚଳିତବର୍ଷ ରେକର୍ଡ ୭୯ ହଜାର ୮ଶହ ପିଲା OJEE ପରୀକ୍ଷା ଦେବା ପାଇଁ ପଞ୍ଜୀକରଣ କରିଛନ୍ତି। ୫୩ଟି ସେଣ୍ଟରରେ ଛାତ୍ରଛାତ୍ରୀମାନେ ପରୀକ୍ଷା ଦେବେ।
ଚଳିତବର୍ଷ ପ୍ରଥମ ଥର ପାଇଁ ରାଜ୍ୟ ବାହାରେ OJEE ପରୀକ୍ଷା କେନ୍ଦ୍ର କରାଯାଇଛି। ରାଜ୍ୟ ବାହାରେ ରାଞ୍ଚି, କୋଲକାତା ଓ ପାଟନାରେ ୩ଟି ସେଣ୍ଟରରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ। ରାଜ୍ୟ ଭିତରେ ୨୧ଟି ସହରରେ ୫୦ଟି କେନ୍ଦ୍ରରେ ପରୀକ୍ଷା ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।