ଜୁଲାଇ ୪ରୁ OJEE ପରୀକ୍ଷା, ବାହାରିଲା ସୂଚୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): OJEE-୨୦୨୨ ପାଇଁ ପ୍ରକାଶ ପାଇଲା ପରୀକ୍ଷା ସୂଚୀ । ଜୁଲାଇ ୪ ତାରିଖରୁ ପରୀକ୍ଷା ଆରମ୍ଭ ହୋଇ ୮ ତାରିଖରେ ସରିବ । ସକାଳ ୯ଟାରୁ ପ୍ରତିଦିନ ୩ଟି ସିଫ୍ଟରେ ପରୀକ୍ଷା ହେବ  ବୋଲି ସୂଚନା ମିଳିଛି। ଜୁଲାଇ ୪ରେ ୩ଟି ଯାକ ସିଫ୍ଟରେ ଲାଟେରାଲ୍ ଏଣ୍ଟ୍ରି ଡିପ୍ଲୋମା ପରୀକ୍ଷା ହେବ।  ଜୁଲାଇ ୫ର ୧ମ ଓ ୨ୟ ସିଫ୍ଟରେ MCA/M.Sc ପରୀକ୍ଷା ହେବ । ଜୁଲାଇ ୫ର ୩ୟ ସିଫ୍ଟରେ M.Tech, M.Arch, […]

exam

exam

Niharika Rout
  • Published: Wednesday, 01 June 2022
  • Updated: 01 June 2022, 01:11 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): OJEE-୨୦୨୨ ପାଇଁ ପ୍ରକାଶ ପାଇଲା ପରୀକ୍ଷା ସୂଚୀ । ଜୁଲାଇ ୪ ତାରିଖରୁ ପରୀକ୍ଷା ଆରମ୍ଭ ହୋଇ ୮ ତାରିଖରେ ସରିବ । ସକାଳ ୯ଟାରୁ ପ୍ରତିଦିନ ୩ଟି ସିଫ୍ଟରେ ପରୀକ୍ଷା ହେବ  ବୋଲି ସୂଚନା ମିଳିଛି।

ଜୁଲାଇ ୪ରେ ୩ଟି ଯାକ ସିଫ୍ଟରେ ଲାଟେରାଲ୍ ଏଣ୍ଟ୍ରି ଡିପ୍ଲୋମା ପରୀକ୍ଷା ହେବ।  ଜୁଲାଇ ୫ର ୧ମ ଓ ୨ୟ ସିଫ୍ଟରେ MCA/M.Sc ପରୀକ୍ଷା ହେବ । ଜୁଲାଇ ୫ର ୩ୟ ସିଫ୍ଟରେ M.Tech, M.Arch, M.Pharm, B.CAT ପରୀକ୍ଷା ହେବ ।  ୬ ତାରିଖର ପ୍ରଥମ ୨ଟି ସିଫ୍ଟରେ MBA ଓ ୨ୟ ସିଫ୍ଟରେ ଇଣ୍ଟିଗ୍ରେଟେଡ୍ MBA ପରୀକ୍ଷା ହେବ । ଶେଷରେ  ୮ ତାରିଖରେ କେବଳ ୧ମ ଓ ୨ୟ ସିଫ୍ଟରେ B.pharm ପ୍ରବେଶିକା ପରୀକ୍ଷା ହେବ ବୋଲି ଜଣାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story