ଅନ୍‌ଲାଇନରେ ହେବ ଓଜେଇଇ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଏଥର ଓଜେଇଇ ଅନ୍‌ଲାଇନରେ ହେବ। ଚଳିତ ବର୍ଷ ଓଜେଇଇ କମ୍ପ୍ୟୁଟର ବେସଡ୍ ଟେଷ୍ଟ ବା ସିବିଟି ମାଧ୍ୟମରେ ହେବ। ଉଭୟ ପିଜି ଓ ୟୁଜି କୋର୍ସ ପାଇଁ ସିବିଟି ପଦ୍ଧତି ଲାଗୁ ହେବ। ଏନେଇ ଓଜେଇଇ ଆପେକ୍ସ କମିଟି ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି। ମେ’ ପ୍ରଥମ ସପ୍ତାହରେ ପ୍ରଥମ ଓଜେଇଇ ହେବ। ଏନେଇ ଓଜେଇଇ ଅଧ୍ୟକ୍ଷ ସୁଦୀପ କୁମାର ଚାନ୍ଦ ସୂଚନା ଦେଇଛନ୍ତି । ସୂଚନାଯୋଗ୍ୟ, ଗତବର୍ଷ କେବଳ ପିଜି କୋର୍ସରେ […]

exam-1 (1)

Tapaswini Nayak
  • Published: Friday, 31 January 2020
  • , Updated: 31 January 2020, 04:55 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଏଥର ଓଜେଇଇ ଅନ୍‌ଲାଇନରେ ହେବ। ଚଳିତ ବର୍ଷ ଓଜେଇଇ କମ୍ପ୍ୟୁଟର ବେସଡ୍ ଟେଷ୍ଟ ବା ସିବିଟି ମାଧ୍ୟମରେ ହେବ। ଉଭୟ ପିଜି ଓ ୟୁଜି କୋର୍ସ ପାଇଁ ସିବିଟି ପଦ୍ଧତି ଲାଗୁ ହେବ। ଏନେଇ ଓଜେଇଇ ଆପେକ୍ସ କମିଟି ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି।

ମେ’ ପ୍ରଥମ ସପ୍ତାହରେ ପ୍ରଥମ ଓଜେଇଇ ହେବ। ଏନେଇ ଓଜେଇଇ ଅଧ୍ୟକ୍ଷ ସୁଦୀପ କୁମାର ଚାନ୍ଦ ସୂଚନା ଦେଇଛନ୍ତି ।

ସୂଚନାଯୋଗ୍ୟ, ଗତବର୍ଷ କେବଳ ପିଜି କୋର୍ସରେ CBT ପଦ୍ଧତି ଲାଗୁ ହୋଇଥିଲା

Related story